ଇଷ୍ଟର୍ଣ୍ଣ ମିଡିଆ ଋଣ ଦୁର୍ନୀତି ମାମଲା: ୩ ଅଭିଯୋଗକାରୀଙ୍କ ବୟାନ ରେକର୍ଡ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୪।୯ (ସୂର୍ଯ୍ୟକାନ୍ତ ବେହେରା): ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍‌ର ଦୈନିକ ଖବରକାଗଜ ସମ୍ବାଦରେ କର୍ମଚାରୀଙ୍କ ନାମରେ ଜାଲିଆତି କରି ବ୍ୟାଙ୍କରୁ ଋଣ ଉଠାଣ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶନିବାର ୩ ଅଭିଯୋଗକାରୀଙ୍କ ବୟାନ ରେକର୍ଡ କରିଛି। ସିଆର୍‌ପିସିର ୧୬୪ ଦଫା ଅନୁଯାୟୀ ଏହି ବୟାନ ରେକର୍ଡ ହୋଇଛି। ମାମଲାରେ ବର୍ତ୍ତମାନ ସୁଦ୍ଧା ୨୪ ଜଣ ଅଭିଯୋଗ କରିଛନ୍ତି। ତଦନ୍ତ ସମୟରେ ଜାଲିଆତିର ପ୍ରମାଣ ମିଳିଥିବା ଇଓଡବ୍ଲ୍ୟୁ ପକ୍ଷରୁ କୁହାଯାଇଛି। ଋଣ ପାଇବା ପାଇଁ ସମ୍ବାଦ କର୍ମଚାରୀଙ୍କ ଦରମା ପରିମାଣକୁ ଏପଟସେପଟ କରାଯିବା ସହ ଇଏସ୍‌ଆଇ ଏବଂ ଇପିଏଫ୍‌ ବାବଦ ଟଙ୍କା ଠିକ୍‌ରେ ଜମା ହେଉ ନ ଥିବା ଅଭିଯୋଗ ହୋଇଥିଲା। ଏନେଇ ଇଓଡବ୍ଲ୍ୟୁ ଅଧିକାରୀମାନେ ଶନିବାର ଇଏସ୍‌ଆଇ ଓ ଇପିଏଫ୍‌ କାର୍ଯ୍ୟାଳୟକୁ ଯାଇ ଖୋଳତାଡ଼ କରିଛନ୍ତି। ଅନ୍ୟପକ୍ଷରେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ମଧ୍ୟ ବିଭାଗୀୟ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri