ତାଇଓ୍ବାନ୍‌ରେ ଟ୍ରେନ୍‌ ଦୁର୍ଘଟଣା: ୩୬ ଯାତ୍ରୀ ମୃତ, ୭୨ ଆହତ

ତାଇଓ୍ବାନ୍‌,୨।୪: ତାଇୱାନର ପୂର୍ବ ଉପକୂଳ ନିକଟରେ ଏକ ଟ୍ରେନ ଦୁର୍ଘଟଣା ହୋଇଛି। ଏହି ଦୁର୍ଘଟଣାରେ ଅତିକମରେ ୩୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୭୨ ଜଣ ଆହତ ହୋଇଥିଲେ। ରିପୋର୍ଟ ଅନୁଯାୟୀ ଟ୍ରେନରେ ୩୫୦ ଯାତ୍ରୀ ଥିଲେ। ଏକ ଟ୍ରକ ସହ ଟ୍ରେନ ଧକ୍କା ହୋଇ ଏହି ଦୁର୍ଘଟରା ଘଟିଥିବା ଜଣାପଡିଛି। ଟୋରୋକୋ ଜର୍ଜ ସ୍କେନିକ ଏରିଆ ନିକଟରେ ଶୁକ୍ରବାର ୯ଟା ସମୟରେ ଏହି ଦୁର୍ଘଟଣା ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ବର୍ଷ ୟୁକ୍ରେନ୍‌ ଉପରେ ଆକ୍ରମଣ କରିପାରେ ରୁଷିଆ…

ମସ୍କୋ,୪।୧୨: ୟୁକ୍ରେନ ଏବଂ ରୁଷିଆ ସୀମାରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏନେଇ ୟୁକ୍ରେନ ଦାବି କରିଛି ରୁଷିଆ ସୀମାରେ ୯୪ ହଜାରରୁ ଅଧିକ...

କ୍ୱାରାଣ୍ଟାଇନ୍‌ରେ ସହଯୋଗ ନ କଲେ ଗୁଳି କରିବାକୁ ନିର୍ଦ୍ଦେଶ ଦେଲେ ଫିଲିପାଇନ୍ସ୍‌ ସରକାର !

ମାନିଲା,୨।୪: କରୋନା ସଂକ୍ରମଣ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ପ୍ରତିିଦିନ ବୃଦ୍ଧି ପାଉଛି।...

ଆମେରିକା-ରୁଷିଆ ମୁହାଁମୁହିଁ,ବାଇଡେନ୍‌ଙ୍କ ଚେତାବନୀ…

ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ...

ନାଇଜର ସୀମାରେ ଆକ୍ରମଣ, ୪୦ ମୃତ

ନିଆମେ, ୨୩ା୩: ନାଇଜରର ତାହୋଆ ଅଞ୍ଚଳରେ ଏକ ସଶସ୍ତ୍ର ଆକ୍ରମଣ ଯୋଗୁ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସେନା ଓ ଆକ୍ରମଣକାରୀ ମୁହାଁମୁହିଁ ହୋଇଥିଲେ।...

ଖାଦ୍ୟ ପଠାଇବାରେ ଭାରତ ନଂ ୧

ସାଓ ପାଉଲୋ,୭।୧୨: ଆରବ ଦେଶକୁ ଖାଦ୍ୟ ଯୋଗାଇବାରେ ବ୍ରାଜିଲକୁ ପଛରେ ପକାଇ ଦେଇଛି ଭାରତ। ୧୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଏହି...

କୋଭାକ୍ସିନକୁ ମଞ୍ଜୁରୀ ଦେଲା ହଂକଂ

ହଂକଂ,୧୦।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଅନୁମୋଦନ ପାଇବା ପରେ ଏବେ ବିଶ୍ୱର ବିଭିନ୍ନ ଦେଶ ମେଡ ଇନ ଇଣ୍ଡିଆ ଟିକା କୋଭାକ୍ସିନକୁ ସ୍ବୀକୃତି ଦେଉଛନ୍ତି।...

ଶାରଳା ଆମେରିକାରେ ବିଚାରପତି

ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କନେକ୍ଟିକଟ୍‌ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍‌ ଜିଲାର ଆମେରିକା...

ରାଜନୀତି ପରେ ଏବେ ବକ୍ସିଂରେ ଟ୍ରମ୍ପ୍‌…

ଓ୍ବାଶିଂଟନ,୯।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ରାଜନୀତି ଛାଡ଼ି ବକ୍ସିଂରେ ଯୋଗଦେବାକୁ ଯାଉଛନ୍ତି। ସେ ବକ୍ସିଂ ରିଙ୍ଗ୍‌ରେ ଫାଇଟ୍‌ କରିବେନି। ମାତ୍ର ବକ୍ସି...

Advertisement
Archives

Model This Week