ହାର୍ଟ ଆଟାକ୍‌ ସମସ୍ୟାରୁ ଦୂରେଇ ରହିବାର ସହଜ ଉପାୟ…

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା ମାନସିକ ଚାପରୁ ମୁକ୍ତି ମିଳିଥାଏ । ସେହିପରି କାନ୍ଦିବା ଦ୍ୱାରା ଆଖିରେ ଥିବା ମଇଳା ବାହାରି ଆସେ। ଲୋତକ ଗ୍ରନ୍ଥିରେ ଥିବାର ଲୁହରେ ଲାଇସୋଜାଇମ୍‌ ନାମକ ଏକ ପ୍ରକାର ରାସାୟନିକ ପଦାର୍ଥ ରହିଥାଏ। ଏହା ଅପକାରୀ ବ୍ୟାକ୍ଟେରିଆକୁ ନଷ୍ଟ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। କାନ୍ଦିବା ଯୋଗୁ ମନ ହାଲକା ହେବା ଦ୍ୱାରା ନୂଆ ଚିନ୍ତାଧାରା ସୃଷ୍ଟି ହୁଏ । କାନ୍ଦିବା ଦ୍ୱାରା ବ୍ୟକ୍ତିତ୍ୱ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ ବୋଲି ଅନେକ କୁହନ୍ତି। ମାତ୍ର ଏହାଦ୍ୱାରା ମନର ବୋଝ କମେ ନାହିଁ। ଫଳରେ ରକ୍ତଚାପ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗର ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri