Posted inଫୁରସତ

ହାତ ପାଆନ୍ତାରେ ହାର୍ଟ ଆଟାକରୁ ଦୂରେଇ ରହିବାର ସହଜ ଉପାୟ, ଆପଣେଇ ଦେଖନ୍ତୁ…

ମୁମ୍ବାଇ : ଏକ ଅଧ୍ୟୟନ ଅନୁଯାୟୀ, ପ୍ରତିଦିନ ଶୋଇବାରେ ମାତ୍ର ଦେଢ଼ ଘଣ୍ଟା(୯୦ ମିନିଟ) ବିଳମ୍ବ କରିବା ହୃଦୟର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇପାରେ । ନିଦ୍ରା ଅଭାବରୁ ବିଭିନ୍ନ ହୃଦୟ ସମ୍ବନ୍ଧୀୟ ରୋଗ ହୋଇପାରେ। ଏହି ଅଧ୍ୟୟନରୁ ଜଣାପଡିଛି ଯେଉଁମାନେ ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ଶୋଇଥାନ୍ତି, ସେମାନଙ୍କ ହୃଦଘାତ ହେବାର ସମ୍ଭାବନା କମ ଥାଏ। ନିଦ୍ରାର ଅଭାବ କେବଳ ଆମ ହୃଦୟ ଉପରେ ଖରାପ ପ୍ରଭାବ ପକାଇ ନ ଥାଏ ବରଂ ସାମଗ୍ରିକ ସ୍ବାସ୍ଥ୍ୟ ଉପରେ ମଧ୍ୟ ଖରାପ ପ୍ରଭାବ ପକାଇଥାଏ ।

ଶୋଇବା ପାଇଁ ଏକ ନିର୍ଦ୍ଦିଷ୍ଟ ସମୟ ରହିବା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଶୋଇବା ସମୟରେ ବିଳମ୍ବ ସେଲ୍ୟୁଲାର କ୍ଷତି, ପ୍ରଦାହ ଏବଂ ହୃଦରୋଗର ଆଶଙ୍କାକୁ ବଢ଼ାଇଥାଏ। ତେଣୁ, ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ଶୋଇବା ଦ୍ୱାରା ଭଲ ନିଦ ହେବା ସହିତ ବିଭିନ୍ନ ହାର୍ଟ ସମ୍ବନ୍ଧୀୟ ସମସ୍ୟାରୁ ଦୂରେଇ ରହି ହୋଇଥାଏ ବୋଲି ଡାକ୍ତରମାନେ ମତପୋଷଣ କରିଛନ୍ତି।

ଶୋଇବାରେ ବ୍ୟାଘାତ ନ ହେବା ପାଇଁ ମାନସିକ ଚାପମୁକ୍ତ ରହିବାକୁ ଚେଷ୍ଟା କରିବା ଆବଶ୍ୟକ। ଏହା ସହିତ ଦୈନିକ କିଛି ସମୟ ବ୍ୟାୟାମ କରିବା ଦ୍ୱାରା ରାତିରେ ଭଲ ନିଦ ହୋଇଥାଏ। ରାତିରେ କେତେକ ଲୋକ ଶୋଇ ଶୋଇ ମୋବାଇଲ ଫୋନ ଦେଖିଥାନ୍ତି ଏଭଳି ଅଭ୍ୟାସ କ୍ଷତିକାରକ। ଏଥିରୁ ଦୂରେଇ ରହିବା ଜରୁରୀ। ସେହିପରି ଡାଏଟ ପ୍ରତି ସଚେତନ ହେବାର ମଧ୍ୟ ଆବଶ୍ୟକତା ରହିଥାଏ। ଏହା ସହିତ ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ଶୋଇବା ଏକଭଳ ଅଭ୍ୟାସ। ଏହା ହାର୍ଟ ସମସ୍ୟାରୁ ଦୂରେଇ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri