କାର୍ଯ୍ୟଦକ୍ଷତା ବଢ଼ାଇବାର ସହଜ ଉପାୟ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା ଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଜୀବନ ଯାପନ କରିବାକୁ କୁହାଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରିବାକୁ ପରାମର୍ଶ ଦିଆଯାଇଥିଲା। କିଛି ସପ୍ତାହ ପରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡୁଛି ତାହାକୁ ଲକ୍ଷ୍ୟ କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ନିୟମିତ କିଛି ସମୟ ପଢ଼ୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କେତେକ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ବଢ଼ୁଥିବାର ଉକ୍ତ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri