ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ ରଖିବାର ଏକ ସରଳ ତଥା ସହଜ ଉପାୟ ରହିଛି। ତାହା କ’ଣ ଜାଣନ୍ତି? ଯଦି ଆପଣ ନିୟମିତି କିଛି ପରିମାଣରେ ଅଙ୍ଗୁର ଖାଆନ୍ତି ତେବେ ରୋଗ ପ୍ରତିରୋଧକ ଶକ୍ତି କେତେକାଂଶରେ ବୃଦ୍ଧି ପାଇଥାଏ। ଏଭଳି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ଲଣ୍ଡନ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ନିୟମିତ କିଛି ପରିମାଣର ଅଙ୍ଗୁର ଖାଇବାକୁ ପରାମର୍ଶ ଦିଆଯାଇଥିଲା। ଅନ୍ୟପକ୍ଷରେ ନିୟମିତ ସମୟ ବ୍ୟବଧାନରେ ଏହାଦ୍ୱାରା ସେମାନଙ୍କର ରୋଗ ପ୍ରତିିରୋଧକ ଶକ୍ତିରେ କି ପରିବର୍ତ୍ତନ ଘଟୁଛି ତାହାକୁ ଲକ୍ଷ୍ୟ କରାଯାଇଥିଲା। ପରିଶେଷରେ ଜଣାପଡିଥିଲା ଯେ, ନିୟମିତ କିଛି ପରିମାଣର ଅଙ୍ଗୁର ଖାଇବା ଫଳରେ ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତଙ୍କର ରୋଗ ପ୍ରତିରୋଧକ ଶକ୍ତି ପୂର୍ବାପେକ୍ଷା ଦୃଢ଼ ହେଉଛି। ଅଙ୍ଗୁର ହେଉଛି ଭିଟାମିନ୍‌ ‘ସି’ର ଅନ୍ୟତମ ଉତ୍ସ। ଏହାର ଆଣ୍ଟି ଅକ୍ସିଡାଣ୍ଟ ଗୁଣ ମଧ୍ୟ ରହିଛି। ନିୟମିତ ଅଙ୍ଗୁର ଖାଇବା ଦ୍ୱାରା ଶରୀରରେ କୋଲେଷ୍ଟରଲ ପରିମାଣ ମଧ୍ୟ ସନ୍ତୁଳିତ ରହେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri