ଟେନ୍‌ସନ୍‌ ଦୂର ହେବାର ସହଜ ଉପାୟ

ବର୍ତ୍ତମାନ କାମ ଚାପରେ ହେଉ ଅବା କେତେକ କାରଣରୁ ଆମେ ଚାପର ବଶବର୍ତ୍ତୀ ହେବା କିଛି ନୂଆ କଥା ନୁହେଁ। ପୁଣି କେତେକ ଚାପରୁ କିପରି ମୁକ୍ତି ପାଇବେ ସେ ବିଷୟ ଚିନ୍ତା କରି ନ ଥାନ୍ତି। ଫଳରେ ଚାପର ପରିସର ଆହୁରି ବଢ଼ିଯାଇଥାଏ। ତେବେ ଏଥିରୁ ନିଜକୁ ଦୂରେଇ ରଖିବା ପାଇଁ କେତୋଟି ସରଳ ତଥା ସହଜ ଉପାୟ ରହିଛି। ପ୍ରଥମତଃ ଏହି ସମୟରେ ମନକୁ ଯେତେସମ୍ଭବ ଶାନ୍ତ ରଖନ୍ତୁ। ଏ ନେଇ ବ୍ୟସ୍ତ ବିବ୍ରତ ହୁଅନ୍ତୁ ନାହିଁ। କ’ଣ ପାଇଁ ଚାପର ବଶବର୍ତ୍ତୀ ହୋଇଛନ୍ତି ଏବଂ ତାହାର କିପରି ସମାଧାନ କରାଯାଇ ପାରିବ ସେ ନେଇ ଚିନ୍ତା କରନ୍ତୁ। ଏ ବିଷୟରେ ଅନ୍ୟ କାହାଠାରୁ ପରାମର୍ଶ ନେଇପାରିବେ। ହେଲେ ତାହାକୁ ଅନୁସରଣ କରିବା ପୂର୍ବରୁ ସେଗୁଡ଼ିକୁ ଭଲ ଭାବରେ ତର୍ଜମା କରନ୍ତୁ। ଏ ନେଇ ଆଉ ଏକ ଉପାୟ ରହିଛି। ତାହା କ’ଣ ଜାଣନ୍ତି? ଲେଖାଲେଖି। ଏହି ସମୟରେ ଯଦି ଆପଣ କିଛି ସମୟ ଲେଖାଲେଖି କରିବେ ତେବେ ଚାପ କେତେକାଂଶରେ ଦୂର ହେବାର ସମ୍ଭାବନା ରହିଛି ବୋଲି ୟୁନିଭର୍ସିଟି ଅଫ୍‌ ଟୋକିଓର ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ଏହାବ୍ୟତୀତ ନିଜ ମନୋଭାବକୁ ଯେତେ ସମ୍ଭବ ସକାରାତ୍ମକ ରଖନ୍ତୁ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri