Posted inଖେଳ

ଅଷ୍ଟ୍ରେଲିଆର ସହଜ ବିଜୟ, ୮ ଓ୍ବିକେଟରେ ବାଂଲାଦେଶ ପରାଜିତ…

ପୁଣେ,୧୧।୧୦: ମହାରାଷ୍ଟ୍ରର ପୁଣେର ଓ୍ବାଙ୍ଖଡେ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଉଥିବା ବିଶ୍ୱକପ ୨୦୨୩ର ୪୩ତମ ମ୍ୟାଚରେ ବାଂଲାଦେଶକୁ ଅଷ୍ଟ୍ରେଲିଆ ୮ ଓ୍ବିକେଟରେ ପରାଜିତ କରିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଅଷ୍ଟ୍ରେଲିଆ ଦଳ ୪୪.୪ ଓଭରରେ ୨ ଓ୍ବିକେଟ ୩୦୭ ହରାଇ ରନ କରିଥିଲା।
ବାଂଲାଦେଶ ଅଧିନାୟକ ନଜିମୁଲ ହୋସେନ ସାଣ୍ଟୋଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରି ୫୦ ଓଭରରେ ୮ ଓ୍ବିକେଟ ହରାଇ ୩୦୬ ରନ କରିଥିଲା। ଫଳରେ ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୩୦୭ ରନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କଲେ ସଂସ୍କୃତି ମନ୍ତ୍ରୀ, ୨ ଚଳଚ୍ଚିତ୍ରକୁ ଶ୍ରେଷ୍ଠ ପୁରସ୍କାର

ଭୁବନେଶ୍ୱର,୨୫।୬: ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ୨୦୨୩ ପାଇଁ ପୁଷ୍କରା ଓ ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର । ୨୦୨୪…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri