ତେହେରାନ,୨୦ା୬ (ପି.ଟି.): ଏକାଧିକ ଥର ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ପଙ୍କଜ ଆଡଭାନୀଙ୍କ ନେତୃତ୍ୱରେ ଭାରତ ଏଠାରେ ଚାଲିଥିବା ଏସିଆନ ଟିମ୍ ସ୍ନୁକର ଚାମ୍ପିୟନଶିପ୍ ଗ୍ରୁପ୍ ପର୍ଯ୍ୟାୟରେ ଦୁଇଟି ବଡ଼ ବିଜୟ ହାସଲ କରିଛି। ଆଫଗାନିସ୍ତାନ ଓ ମାଲେସିଆକୁ ସମାନ ୩-୦ ବ୍ୟବଧାନରେ ହରାଇ ଦେଇଛି ଭାରତ। ଆଡଭାନୀ ଉଭୟ ମ୍ୟାଚରେ ଖେଳିଥିଲେ। ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଆଡଭାନୀ ୫୪-୦୭ରେ ମହମ୍ମଦ ନୁରଙ୍କୁ ପରାସ୍ତ କରିଛନ୍ତି। ସେହିପରି ଲକ୍ଷ୍ମଣ ରାଓ୍ବତ ୭୫-୧୭ରେ ସାଲେ ମହମ୍ମଦଙ୍କୁ ହରାଇ ଦେଇଛନ୍ତି। ଭାରତ ୬୮-୪୧ରେ ଡବଲ ଫ୍ରେମ୍ ଜିତି ନେଇଥିଲା।
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି
ଆଡିଲେଡ୍,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍ ଫାଷ୍ଟ ବୋଲର ବ୍ରେଟ୍ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍ ଅଫ୍ ଫେମ୍ରେ ସାମିଲ କରାଯାଇଛି। ଘାତକ ପେସ୍ ସାଙ୍ଗକୁ ଆଦର୍ଶ...
କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…
ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...
T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…
ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ
ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...
ବାମଣ୍ଡା କପ୍ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ
ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍ ଅରୁଣୋଦୟ ରାଞ୍ଚି...
Archives


