ତେହେରାନ,୨୦ା୬ (ପି.ଟି.): ଏକାଧିକ ଥର ବିଶ୍ୱ ଚାମ୍ପିୟନ ତଥା ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ପଙ୍କଜ ଆଡଭାନୀଙ୍କ ନେତୃତ୍ୱରେ ଭାରତ ଏଠାରେ ଚାଲିଥିବା ଏସିଆନ ଟିମ୍ ସ୍ନୁକର ଚାମ୍ପିୟନଶିପ୍ ଗ୍ରୁପ୍ ପର୍ଯ୍ୟାୟରେ ଦୁଇଟି ବଡ଼ ବିଜୟ ହାସଲ କରିଛି। ଆଫଗାନିସ୍ତାନ ଓ ମାଲେସିଆକୁ ସମାନ ୩-୦ ବ୍ୟବଧାନରେ ହରାଇ ଦେଇଛି ଭାରତ। ଆଡଭାନୀ ଉଭୟ ମ୍ୟାଚରେ ଖେଳିଥିଲେ। ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଆଡଭାନୀ ୫୪-୦୭ରେ ମହମ୍ମଦ ନୁରଙ୍କୁ ପରାସ୍ତ କରିଛନ୍ତି। ସେହିପରି ଲକ୍ଷ୍ମଣ ରାଓ୍ବତ ୭୫-୧୭ରେ ସାଲେ ମହମ୍ମଦଙ୍କୁ ହରାଇ ଦେଇଛନ୍ତି। ଭାରତ ୬୮-୪୧ରେ ଡବଲ ଫ୍ରେମ୍ ଜିତି ନେଇଥିଲା।
କମାଲ୍ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ
ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…
ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ
ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…
CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…
ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…
Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ
କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…
Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ
କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…
୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍
କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍ ‘ବି’ର ଏକ ମ୍ୟାଚ୍ରେ ଭାରତ ୧୭-୧ ଗୋଲ୍ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…
IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…
ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍…
ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର
ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

