Posted inଖେଳ

ଏଲଏସଜିର ସହଜ ବିଜୟ, ୫୦ ରନରେ ହାରିଲା ଡିସି

ଲକ୍ଷ୍ନୌ,୧।୪ : ଶନିବାର ଆଇପିଏଲ ୨୦୨୩ର ତୃତୀୟ ମ୍ୟାଚରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି)  ଦିଲ୍ଲୀ କ୍ୟାପତଟାଲ୍ସ(ଡିସି) ବିପକ୍ଷରେ  ସହଜ ବିଜୟ ହାସଲ କରିଛି । ଏଲଏସଜି ଡିସିକୁ ୫୦ ରନରେ ପରାଜିତ କରିଛି ।  ଧାର୍ଯ୍ୟ ୧୯୪ ରନ୍ ଲକ୍ଷ୍ୟର ପିଛା କରି ଡିସି  ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟ ହରାଇ ୧୪୩ ରନ କରିଥିଲା ।

ଡିସି ପକ୍ଷରୁ ଡେଭିଡ ୱାର୍ଣ୍ଣର ୫୬ ରନ କରିଥିବାବେଳେ ରିଲି ରାସ୍ୱୋ ୩୦,ପୃଥ୍ୱୀ ଶ ୧୨, ଅକ୍ଷର ପଟେଲ ୧୬ ରନ କରିଥିଲେ ।

ଏହି ମ୍ୟାଚ ଲକ୍ଷ୍ନୌର ଭାରତ ରତ୍ନ ଅଟଳ ବିହାରୀ ବାଜପ୍ରେୟୀ ଏକାନ୍ନା କ୍ରିକେଟ ଷ୍ଟ୍‌ାଡିୟମରେ ଖେଳାଯାଉଛି। ଡିସି ଅଧିନାୟକ ଡେଭିଡ ଓ୍ବାର୍ଣ୍ଣର ଟସ ଜିତି ପ୍ରଥମେ ବୋଲିଂ କରିଥିବାବେଳେ ଏଲଏସଜି ଅଧିନାୟକ କେଏଲ ରାହୁଲଙ୍କ ନେତୃତ୍ୱରେ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା।

ଏଲଏସଜି ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୯୩ ରନ କରିଥିଲା। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୪ ରନ ରହିଥିଲା।

ଏଲଏସଜି ପକ୍ଷରୁ କାୟଲ ମାୟର୍ସ ୭୩ ରନ କରିଥିବୀବେଳେ ଦୀପକ ହୁଦା ୧୭, ମାର୍କସ ଷ୍ଟିଓନିସ ୧୨, କେଏଲ ରାହୁଲ ୮, କୁନାଲ ପାଣ୍ଡ୍ୟା ୧୫, ନିକୋଲୋସ ପୁରାନ ୩୬, ଆୟୁଷ ବାଦୋନି ୧୮,କ୍ରିଷ୍ଣପା ଗୌଥମ ୬ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri