Posted inଖେଳ

ଆରଆରର ସହଜ ବିଜୟ: ଡିସିର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ…

ଗୁଆହାଟୀ,୮।୪ : ଆଇପିଏଲ ସିରିଜ ୧୬ର ୧୧ ତମ ମ୍ୟାଚରେ ଶନିବାର ରାଜସ୍ଥାନ ରୟାଲ୍ସ(ଆରଆର) ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ବିରୋଧରେ ସହଜ ବିଜୟ ହାସଲ କରିଛି। ମଧ୍ୟରେ ଗୁଆହାଟୀର ବର୍ସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଧାର୍ଯ୍ୟ ୨୦୦ ରନ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ ୯ ଓ୍ବିକେଟରେ ୧୪୨ ରନ କରିଥିଲା।
ଡିସି ପକ୍ଷରୁ ଡେଭିଡ ଓ୍ବାର୍ଣ୍ଣର ୬୫ ରନ କରିଥିବାବେଳେ ରିଲସ ରସୋ ୧୪, ଲଳିତ ଯାଦବ ୩୮ ରନ୍‌ କରିଥିବା ବେଳେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ କରିପାରି ନ ଥିଲେ। ପ୍ରଥମରୁ ଡିସିର ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ ହୋଇ ପଡିଥିଲା।
ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ଥିବାବେଳେ ଅଧିନାୟକ ଡେଭିଡ ୱାର୍ନରଙ୍କ ନେତୃତ୍ୱରେ ଡିସି ବୋଲିଂ ପାଇଁ ପଡ଼ିଆକୁ ଓହ୍ଲାଇଥିଲା। ଅପରପକ୍ଷରେ ଆରଆର ଟିମ୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରି ଧାର୍ଯ୍ୟ ୨୦ ଓଭରରେ ୪ ଓ୍ବିକେଟ ହରାଇ ୧୯୯ ରନ କରିଥିଲା। ଫଳରେ ଡିସି ପାଇଁ ବିଜୟ ଲକ୍ଷ୍ୟ ୨୦୦ ରନ ରହିଥିଲା। ଆରଆର ପକ୍ଷରୁ ଯଶସ୍ବୀ ଜୈସୱାଲ ୬୦ ରନ କରିଥିବାବେଳେ ଜୋସ୍‌ ବଟଲର ୭୯, ସିମରନ ହେଟମେୟର ୩୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri