Posted inଖେଳ

ଶ୍ରୀଲଙ୍କାର ସହଜ ବିଜୟ, ୫ ଓ୍ବିକେଟରେ ଜିତିଲା…

ଲକ୍ଷ୍ନୌ,୨୧।୧୦ : ବିଶ୍ୱକପ କ୍ରିକେଟର ୧୯ ତମ ମ୍ୟାଚ ଲକ୍ଷ୍ନୌର ଅଟଳ ବିହାରୀ ଷ୍ଟାଡିୟମରେ ଶ୍ରୀଲଙ୍କା ଏବଂ ନେଦରଲାଣ୍ଡ ମଧ୍ୟରେ ଖେଳାଯାଇଥିଲା। ମ୍ୟାଚରେ ଟସ ଜିତି ନେଦରଲାଣ୍ଡ ଅଧିନାୟକ ସ୍କଟ ଏଡଓ୍ବର୍ଡ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ଦଳ ଅଧିନାୟକ କୁସଲ ମେଣ୍ଡିସଙ୍କ ନେତୃତ୍ୱରେ ବୋଲିଂ କରଥିଲା।
୪୯.୪ ଓଭରରେ ନେଦରଲାଣ୍ଡ ଦଳ ୧୦ ଓ୍ବିକେଟ ହରାଇ ୨୬୨ ରନ କରିଥିଲା। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୬୩ ରନ ଥିଲା।
ଶ୍ରୀଲଙ୍କା ଦଳ ୪୮.୨ ଓଭରରେ ୫ ଓ୍ବିକେଟ ୨୬୩ ହରାଇ ରନ କରିଥିଲା। ଶ୍ରୀଲଙ୍କା ପକ୍ଷରୁ ପାଥୁମ ନିଶାଙ୍କା ୫୪ ରନ କରିଥିବାବେଳେ ସାଦେରା ସମରଓ୍ବିକ୍ରେମା ରନ, ଚାରିଥା ଅଶାଲଙ୍କା ୪୪ , ଧନଞ୍ଜୟ ଡି ସିଲଭା ୩୦ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri