୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ ପୁରୀ ରାମଚଣ୍ଡୀ ଥାନା ଅଧୀନ ଛଇତନା ବଜାରରେ ମାଗଣାରେ ଲୋକଙ୍କୁ ଚିକେନ ପକୋଡ଼ା ବଣ୍ଟା ଯାଇଛି। ଚିକେନ ପକୋଡ଼ା ଖାଇବାକୁ ଲୋକଙ୍କ ପ୍ରବଳ ଭିଡ଼ ମଧ୍ୟ ଦେଖିବାକୁ ମିଳିଛି। ଲୋକେ ୪ ଘଣ୍ଟାରେ ୨ କୁଇଣ୍ଟାଲ କୁକୁଡ଼ା ମାଂସରେ ତିଆରି ପକୋଡ଼ା ଖାଇଦେଇଥିବା ସୂଚନା ମିଳିଛି।

ଶୁକ୍ରବାର ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚିକେନ ପକୋଡ଼ା ବଣ୍ଟା ଯାଇଛି। ଛୋଟ ପିଲାଙ୍କଠାରୁ ବୟସ୍କ ସମସ୍ତେ ଲମ୍ବା ଧାଡ଼ିରେ ଠିଆ ହୋଇ ପକୋଡ଼ା ଖାଇବା ସହ ଘରକୁ ନେଇଥିବା ଦେଖିବାକୁ ମିଳିଛି। କୁକୁଡ଼ା ଚିଆଁ ଓ ଦାନା ବିକ୍ରି କରୁଥିବା ଏକ ସଂସ୍ଥା ଏହି ମାଗଣା ଚିକେନ ପକୋଡ଼ା ବାଣ୍ଟିଥିବା ଅଞ୍ଚଳରେ ଚର୍ଚ୍ଚା ହୋଇଛି । ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେବାକୁ ଆନ୍ଧ୍ର କରୁଛି ବ୍ଲାକ୍‌ମେଲ୍‌: ଲୋକଙ୍କୁ ବୁଝାଇଲେ ବିଧାୟକ

ନନ୍ଦପୁର,୩୧ା୧୦(ତୁଷାର କାନ୍ତ ମହାନ୍ତି):ଆନ୍ଧ୍ରରେ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଆନ୍ଧ୍ର ସୀମାନ୍ତକୁ ଲାଗି ରହିଥିବା ପଞ୍ଚାୟତଗୁଡ଼ିକରେ ରାଜନୈତିକ ଓ ପ୍ରଶାସନିକ…

ସରକାର ଆଗୁଆ ପ୍ରସ୍ତୁତ ହୋଇଥିଲେ ଏତେ ଖରାପ ଅବସ୍ଥା ହୋଇ ନ ଥାଆନ୍ତା: ବିଜେଡି

ଭୁବନେଶ୍ୱର, ୩୧।୧୦(ସୁନିତ୍‌ ମିଶ୍ର): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସମ୍ପର୍କରେ ଆଗୁଆ ସତର୍କ ସୂଚନା ଜାରି ହୋଇଥିବା ସତ୍ତ୍ୱେ ଗଞ୍ଜାମ…

ଆଜି ଅବପାତ, ୩ ଯାଏ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୩୧ା୧୦ (ବନ୍ଦନା ସେଠୀ): ବାତ୍ୟା ‘ଅର୍ଣ୍ଣବ’ ପରେ ଜାରି ରହିଥିବା ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ବିଭୀଷିକା ଲାଗି ରହିଛି। ଶୁକ୍ରବାର ବର୍ଷା ପରିମାଣ…

୨୦୨୭ରେ ଏତିକି ଦିନ ରହିବ ସରକାରୀ ଛୁଟି: ଆସିଲା ଲିଷ୍ଟ୍‌

ଭୁବନେଶ୍ୱର,୩୧ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ତାଲିକା ଅନୁଯାୟୀ, ବର୍ଷକ ମଧ୍ୟରେ…

ଭାଙ୍ଗିଲା ଭୁଟାନ ଗ୍ଲେସିଅର ହ୍ରଦ

ଥିମ୍ପୁ, ୩୧ା୧୦: ଭୁଟାନରେ ଏକ ଗ୍ଲେସିଅର ହ୍ରଦ ଭାଙ୍ଗିବା ଜନିତ ବନ୍ୟା(ଜିଏଲ୍‌ଓଏଫ୍‌) କାରଣରୁ ଉତ୍ତର ପଶ୍ଚିମବଙ୍ଗର କେତେକ ଅଞ୍ଚଳରେ ଉଚ୍ଚ ବନ୍ୟା ସତର୍କତା ଜାରି କରାଯାଇଛି। ସଙ୍କୋଶ…

ଭାରତକୁ ହରାଇବା ପରେ ଖୁସି ପ୍ରକଟ କଲେ କିୱି ଅଧିନାୟକ: କହୁ କହୁ କହିଦେଲେ ଏମିତି, ଭାରତୀୟ ଖେଳାଳି ଶୁଣିଲେ…

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ମାଟିରେ ଲଗାତାର ୩ଟି ମ୍ୟାଚ ଜିତିବା ପରେ ଚତୁର୍ଥ ଟି-୨୦ ମ୍ୟାଚରେ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ଅକଲାଣ୍ଡରେ ଖେଳାଯାଇଥିବା ଚତୁର୍ଥ ଟି-୨୦…

ଅଭିଷେକ-ବୈଭବଙ୍କୁ ନେଇ ଯୁବରାଜଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା! ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୧୦: ବିଶ୍ୱର ସବୁଠାରୁ ବିସ୍ଫୋରକ ଓପନିଂ ବ୍ୟାଟରଙ୍କ ମଧ୍ୟରେ ନିଜର ପରିଚୟ ସୃଷ୍ଟି କରିସାରିଛନ୍ତି ଅଭିଷେକ ଶର୍ମା। ତାଙ୍କର ବର୍ତ୍ତମାନର ଦମ୍‌ଦାର ଫର୍ମ ଦର୍ଶାଉଛି ଯେ, ରାଙ୍କିଂରେ…

BCCIର ବଡ଼ ନିଷ୍ପତ୍ତି: ଟିମ ଇଣ୍ଡିଆରୁ ବିଦାୟ ନେବେ ନୀତୀଶ ରେଡ୍ଡୀ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପରେ ଯୁବ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ଭାରତୀୟ ଦିନିକିଆ ଦଳରୁ ରିଲିଜ କରିବାକୁ ବଡ଼ ନିଷ୍ପତ୍ତି ନେଇଛି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?