ମଧୁମେହ ରୋଗୀ ଖାଆନ୍ତୁ ଏସବୁ : ମିଳିବ ଅନେକ ସୁଫଳ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ ଖାଦ୍ୟପେୟରେ କଟକଣା ତ କେତେବେଳେ ଇନ୍‌ସୁଲିନ୍‌ ନେବାକୁ ପଡ଼ିଥାଏ। ତେବେ ଏପରି କିଛି ଜିନିଷ ଅଛି ଯାହାକୁ ମଧୁମେହ ରୋଗୀ ଖାଇବା ଜରୁରୀ। ଅନ୍ୟପକ୍ଷେ ଏହି ଜିନିଷ ମଧୁମେହକୁ ନିୟନ୍ତ୍ରଣ କରିଥାଏ। ତେବେ ଜାଣନ୍ତୁ ସେ ସବୁ ବିଷୟରେ…

ଗାଜର: ଗାଜର ଜୁସ୍‌ ଓ ଗାଜରରେ ପ୍ରସ୍ତୁତ ହାଲ୍‌ଓ୍ବା(ବିନା ଚିନି) ମଧୁମେହ ରୋଗୀ ଖାଇବା ଫଳରେ ଏହା ରକ୍ତରେ ସୁଗାର ମାତ୍ରା କମ୍‌ କରାଇଥାଏ।

ଡାଳଚିନି: ଏହା ପାଚନତନ୍ତ୍ରକୁ ଶକ୍ତ କରିବା ସହ ରକ୍ତରେ ଶର୍କରା ମାତ୍ରାକୁ ମଧ୍ୟ କମାଇଥାଏ।

ପିଜୁଳି: ପିଜୁଳି ମଧୁମେହ ନିୟନ୍ତ୍ରଣ କରିଥାଏ।

କମଳା: ଆମେରିକା ଡାଇବେଟିଜ୍‌ ଆସେସ୍‌ମେଣ୍ଟ ଅନୁଯାୟୀ ଲେମ୍ବୁ, କମଳା ଆଦି ଫଳ ଖାଇଲେ ରକ୍ତରେ ଶର୍କରା ପରିମାଣ କମ୍‌ ହୋଇଥାଏ। ଫଳରେ ମଧୁମେହ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ କପେ…

ସକାଳୁ ଖାଲି ପେଟରେ କପେ ରସୁଣ ଚା’ ପିିଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହାର୍ଟ ଆଟାକରେ ଏହା...

ଡାଇବେଟିସ୍‌ ଦୂର କରିବାକୁ ଚାହୁଁଥିଲେ…

ଡାଇବେଟିସ୍‌ ଦୂର କରିବାକୁ ଚାହୁଁଥିଲେ  ଖାଦ୍ୟରେ ପ୍ରତିଦିନ ଗୋଟିଏ ମାତ୍ର ସେଓ ସାମିଲ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି...

ବେଡ୍‌ ଲାଇଟ୍‌ ବି ବଢ଼ାଏ ମହିଳାଙ୍କଠାରେ ମେଦବହୁଳତା…

କେତେକ ଶୋଇଲାବେଳେ ବେଡ୍‌ ଲାଇଟ୍‌ ଲଗାଇଥାନ୍ତି । ଅଧିକ ଆଲୋକରେ ଶୋଇବାକୁ ଭଲ ପାଉଥିବା ଲୋକେ ଏପରି କରିନ୍ତି। ତେବେ ବେଡ୍‌ଲାଇଟ୍‌ ଜଳାଇ ଶୋଇବା ଦ୍ୱାରା...

ମହିଳାଙ୍କୁ ପସନ୍ଦ ନୁହଁ ପୁରୁଷଙ୍କ ଏହି ୩ ଗୁଣ

ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ମଝିରେ ମଝିରେ ଝଗଡ଼ା ଲାଗିବା ସାଧାରଣ କଥା। ବେଳେବେଳେ ସାମାନ୍ୟ କଥାକୁ ନେଇ ତୁମୁଳ କାଣ୍ଡ ବି ଘଟିଥାଏ। କାରଣ ମହିଳାଙ୍କୁ ପୁରୁଷମାନଙ୍କର...

ଥାଇ କର୍ନ କେକ୍‌

ସୁଆଦିଆ ଖାଦ୍ୟ ସମସ୍ତଙ୍କର ପସନ୍ଦ। ସେଥିପାଇଁ ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କୁ ଆକର୍ଷିତ କରିବା ଲାଗି ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ।ପର୍ଯ୍ୟଟନ ସହର ପୁରୀର...

ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି।...

ଘରେ ବର୍ଷାଦିନିଆ ପେଡିକିଓର୍‌

ବର୍ଷାଦିନେ ମାଟି କାଦୁଅ, ଅପରିଷ୍କାର ପାଣିରେ ପାଦ ଭିଜିବା ଯୋଗୁ ଜୀବାଣୁ ସଂକ୍ରମଣର ଆଶଙ୍କା ବେଶି। ତା’ ଛଡ଼ା ଓଦା ଚପଲ, ଜୋତା ଆଦି ଅଧିକ...

ଅନିୟମିତ ଜୀବନଶୈଳୀ ଓ ଅପ୍ରଜନନତା

”ଏଣ୍ଡୋମେଟ୍ରିଓସିସ୍‌ ହେଉଛି ଏକ ସମାନ ପରିସ୍ଥିତି ଯେଉଁଠାରେ ଗର୍ଭାଶୟର ଲାଇନ ଏହାର ବାହାର ଆଡ଼କୁ ବୃଦ୍ଧି ପାଇବା ଆରମ୍ଭ ହୋଇଥାଏ(ଏଣ୍ଡୋମେଟ୍ରିଆଲ ଇମ୍‌ପ୍ଲାଣ୍ଟ), ଅତିଶୟ ଯନ୍ତ୍ରଣା ଏବଂ...

Advertisement


Archives

Model This Week