ଖରାଦିନେ ଖାଆନ୍ତୁ ଫାଳେ ପିଆଜ

ଏବେ ଅଧିକାଂଶ ଲୋକେ ପିଆଜ ରସୁଣ ଖାଇବାକୁ ବାରଣ କରୁଛନ୍ତି। ହେଲେ ଏହି ପିଆଜ ଶରୀର ପାଇଁ ବେଶ ଉପକାରୀ, ଏକଥା ହୁଏତ ଅନେକଙ୍କୁ ଜଣା ନ ଥିବ। ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର ଶରୀର ପାଇଁ ଖୁବ ଭଲ। ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଗ୍ରୀଷ୍ମରେ କଞ୍ଚା ପିଆଜ ଅଧିକ ପରିମାଣରେ ଖାଇବା ଉଚିତ। ଭାତ ହେଉ କିମ୍ବା ରୁଟି ଭୋଜନ ସମୟରେ କଞ୍ଚା ପିଆଜର ସାଲାଡ ଖାଆନ୍ତୁ। ନଚେତ ଦହିରେ ଟିକ ଟିକ କାଟି ପିଆଜକୁ ଖାଇପାରିବେ। ଏହା ଶରୀର ପାଇଁ ବେଶ ଲାଭଦାୟକ।
* ଗ୍ରୀଷ୍ମ ଋତୁରେ ଅଂଶୁଘାତ ହେବା ସାଧାରଣ କଥା। ହେଲେ ଆପଣ ଜାଣିଛନ୍ତି କି ଏଥିରୁ ବର୍ତ୍ତିବା ପାଇଁ କଞ୍ଚା ପିଆଜର ବ୍ୟବହାର ଅତ୍ୟନ୍ତ ଲାଭଦାୟକ। କଞ୍ଚା ପିଆଜ ଖାଇବା ଦ୍ୱାରା ଅଂଶୁଘାତ ହୋଇ ନ ଥାଏ ଓ ଅଂଶୁଘାତ ହୋଇଥିଲେ ପିଆଜ ରସ ପିଇଲେ ଭଲ ହୋଇଥାଏ।
* ଗ୍ରୀଷ୍ମରେ ଅଧିକାଂଶ ମଧୁମେହ ରୋଗୀଙ୍କ ରକ୍ତ ଶର୍କରା ବୃଦ୍ଧି ପାଇଥାଏ। ଏହି ବର୍ଗର ଲୋକେ ଦ୍ବିପହର ଭୋଜନ ସମୟରେ କଞ୍ଚା ପିଆଜ ଫାଳେ ଖାଇବା ସ୍ବାସ୍ଥ୍ୟ ପାଇଁ ଭଲ।
* କଞ୍ଚା ପିଆଜ ଖାଇବା ଦ୍ବାରା ପେଟ ସମସ୍ୟା ମଧ୍ୟ ଦୂର ହୋଇଥାଏ।
* ପିଆଜ କର୍କଟ ରୋଗରୁ ମଧ୍ୟ ରକ୍ଷା କରିଥାଏ। ବିଭିନ୍ନ ବ୍ୟଞ୍ଜନରେ ଏହାର ଉପଯୋଗ କରିବା ସହ ସ୍ୟାଣ୍ଡୱିଚ ଘରେ ପ୍ରସ୍ତୁତ କରି କଞ୍ଚା ପିଆଜର ଉପଯୋଗ କରନ୍ତୁ। କଞ୍ଚା ପିଆଜରେ ଥିବା ବିଭିନ୍ନ ପୋଷକତତ୍ତ୍ବ ଶରୀରର ରୋଗ ପ୍ରତିରୋଧକ ଶକ୍ତିକୁ ବଢ଼ାଇଥାଏ।
* ସେହିପରି ଦୁର୍ଗନ୍ଧ ସମସ୍ୟା ଦେଖାଦେଲେ ମଧ୍ୟ କଞ୍ଚା ପିଆଜର ବ୍ୟବହାର କରିପାରିବେ। ଏହାକୁ ଖାଇଲେ ଦୁର୍ଗନ୍ଧ ସମସ୍ୟା ଦୂର ହୋଇଥାଏ ବୋଲି ବିଭିନ୍ନ ଅନୁସନ୍ଧାନରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri