ନିୟମିତ ଖାଆନ୍ତୁ ଅମୃତଭଣ୍ଡା: ଫାଇଦା ଜାଣିଲେ ଉଡ଼ିଯିବ ହୋଶ୍‌

ଅମୃତଭଣ୍ଡାରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ହଜମ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏଥିରେ ଭିଟାମିନ୍‌-ସି ଭରି ରହିଛି। ତେଣୁ ଏହାକୁ ଖାଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଅମୃତଭଣ୍ଡାରେ ପୋଟାସିୟମ ଏବଂ ଆଣ୍ଟିଅକ୍ସିଡାଣ୍ଟ ଭରି ରହିଛି। ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ଉଚ୍ଚ ରକ୍ତଚାପକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ। ଏହା ମଧ୍ୟ ଚର୍ମରେ ଚମକ ଆଣିଥାଏ। ନିୟମିତ ଅମୃତଭଣ୍ଡା ଖାଇଲେ ତାହାର ଆଉ ଏକ ଉପକାରୀ ଗୁଣ ରହିଛି। ତାହା କ’ଣ ଜାଣନ୍ତି? ଏହାଦ୍ୱାରା ଦୃଷ୍ଟିଶକ୍ତି ଆହୁରି ପ୍ରଖର ହୋଇଥାଏ। ଏଥିରେ ଥିବା ପପେନ୍‌ ଏନ୍‌ଞ୍ଜାଇମ୍‌ ଆମ ଶରୀରର ଓଜନ କମାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ। ସବୁଠାରୁ ଖାସ୍‌ କଥା ହେଲା ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା କ୍ୟାନ୍‌ସର ଆଶଙ୍କାକୁ କେତେକାଂଶରେ ଦୂର କରିଥାଏ। ପାଚିଲା ଅମୃତଭଣ୍ଡା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର ସମ୍ମାନ

ନୂଆଦିଲ୍ଲୀ,୨୬ା୧:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ପ୍ରଥମ ଭାରତୀୟ ଭାବେ ଯାତ୍ରା କରି ଇତିହାସ ରଚିଥିବା ଶୁଭାଂଶୁ ଶୁକ୍ଳାଙ୍କୁ ଦେଶର ସର୍ବୋଚ୍ଚ ଶାନ୍ତିକାଳୀନ ବୀରତ୍ୱ ପୁରସ୍କାର ପ୍ରଦାନ…

ପୁଣି ଏକ ବିମାନ ଦୁର୍ଘଟଣାଗ୍ରସ୍ତ: ଟେକ୍‌ଅଫ୍‌ବେଳେ ଘଟିଲା ଅଘଟଣ, ବିମାନରେ ଥିଲେ…

ଓ୍ବାଶିଂଟନ୍‌,୨୬।୧: ଆମେରିକାର ମେନ ରାଜ୍ୟର ବାଙ୍ଗୋର୍‌ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ ସମୟରେ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେଡେରାଲ ଏଭିଏସନ ଆଡମିନିଷ୍ଟ୍ରେସନ (FAA) ଅନୁଯାୟୀ, ବମ୍ବାର୍ଡିୟର୍‌…

YouTube କଣ୍ଟେଣ୍ଟ କ୍ରିଏଟର୍ସ ହେବେ ମାଲାମାଲ: ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୨୬।୧: YouTube କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ଖୁସିଖବର। ଚଳିତବର୍ଷ କଣ୍ଟେଣ୍ଟ କ୍ରିଏଟର୍‌ଙ୍କ ଉପରେ ହେବ ଟଙ୍କା ବର୍ଷା। ସେମାନଙ୍କୁ ଅଧିକ ରୋଜଗାର କରିବାରେ ସାହାଯ୍ୟ କରିବା ପାଇଁ…

ସାଧାରଣତନ୍ତ୍ର ଦିବସରେ ମୋଦିଙ୍କୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ

କଟକ,୨୬।୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା…

ଏଣିକି ଶସ୍ତା ହୋଇଯିବ କାର୍‌: EU-ଭାରତ ମଧ୍ୟରେ ବଡ଼ ଡିଲ୍‌

ନୂଆଦିଲ୍ଲୀ,୨୬।୧: EU ଏବଂ ଭାରତ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଆଲୋଚନା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ସୂତ୍ର ଅନୁଯାୟୀ, ଭାରତ ୟୁରୋପୀୟ ସଂଘରୁ…

ଗାନ୍ଧି ମାର୍ଗରେ ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ

ଭୁବନେଶ୍ବର,୨୬।୧: ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧି ମାର୍ଗରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ଭବ୍ୟ…

କେବେ ଘୁଞ୍ଚିବ କୋଟିଆ ଦୁଃଖ: ୭୮ ବର୍ଷ ପରେ ବି ଚିହ୍ନଟ ହୋଇନି ୩ ଭାଗ ରାଜସ୍ବ ଅଞ୍ଚଳ

ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଥିଲେ ହେଁ ଏବେ ବି କୋରାପୁଟ ଜିଲା କୋଟିଆ ଅଞ୍ଚଳର ୩ ଭାଗ ସୀମା ଚିହ୍ନଟ ହୋଇପାରିନାହିଁ। କୋଟିଆର…

ଦୁଃଖଦ ଖବର: ଆମବସ୍‌ ଧକ୍କାରେ ଯୁବକ ମୃତ

ସମ୍ବଲପୁର,୨୬ା୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ତଳି ଛକରେ ଆମବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ପ୍ରେସ୍‌କ୍ଲବ କର୍ମଚାରୀ ଅନୁଗୋଳ ଜିଲା ଜରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri