ଶୀତଦିନେ ଖାଆନ୍ତୁ ଟମାଟୋ, ମିଳିବ ଅନେକ ସମସ୍ୟାରୁ ମୁକ୍ତି

ଶୀତଦିନେ ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଟମାଟୋକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ।

-ଏଥିରେ ଭିଟାମିନ୍‌ ପରିମାଣ ଅଧିକ ଥିବାରୁ ଏହାକୁ ଖାଇବା ଫଳରେ ଚର୍ମ କୁଞ୍ଚନ ଦେଖାଯାଇ ନ ଥାଏ।

-ଟମାଟୋରେ କ୍ୟାଲ୍‌ସିୟମ ଓ ଫସ୍‌ଫରସ୍‌ ରହିଥାଏ। ଏହା ହାଡ଼କୁ ମଜଭୂତ କରିଥାଏ।

-ପାଚନତନ୍ତ୍ରକୁ ସକ୍ର୍ରିୟ ନ କରାଇଲେ ମଧ୍ୟ ଏହା ଗ୍ୟାସ୍‌ ସମସ୍ୟା ଦୂର କରିଥାଏ।

-ଟମାଟୋରେ ଭିଟାମିନ୍‌ ଏ ପ୍ରଚୁର ମାତ୍ରାରେ ରହିଥାଏ। ଏହା ଆଖିର ଦୃଷ୍ଟିଶକ୍ତି ବଢ଼ାଇବାରେ ସାହାଯ୍ୟ କରିଥାଏ।

-ମଧୁମେହ ଓ ହୃଦ୍‌ରୋଗୀଙ୍କ ପାଇଁ ଏହା ବରଦାନ ସଦୃଶ । ଯଦି ଏହାକୁ ସେମାନେ ନିୟମିତ ଖାନ୍ତି ତେବେ ଲାଭବାନ ହେବେ।

– ଏହା ଶ୍ୱାସନଳି ସଫା କରିବାରେ ସାହଯ୍ୟ କରିବା ଯୋଗୁ ଶ୍ୱାସ ସମସ୍ୟା ସୃଷ୍ଟି ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri