Posted inଜାତୀୟ

ତେଲଙ୍ଗାନାରେ ଭାଜପାର ରଣନୀତି: ଏତାଲା ରାଜେନ୍ଦର ହୋଇପାରନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ହାଇଦ୍ରାବାଦ,୨।୧: ତେଲଙ୍ଗାନା ଭାଜପା ନେତୃତ୍ୱରେ ପରିବର୍ତ୍ତନ ହୋଇପାରେ। ଫେବୃୟାରୀ କିମ୍ବା ମାର୍ଚ୍ଚରେ ଭାଜପା ନେତା ବଣ୍ଡି ସଞ୍ଜୟଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ ବୋଲି ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି।

ହୁଜୁରାବାଦ ବିଧାୟକ ଏତାଲା ରାଜେନ୍ଦରଙ୍କୁ ଭାଜପା ରାଜ୍ୟ ସଭାପତି ନିଯୁକ୍ତ କରାଯିବା ସହ ୨୦୨୩ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଉପସ୍ଥାପନ କରାଯାଇପାରେ ବୋଲି ଜଣାପଡ଼ିଛି। ଏହା ଦ୍ୱାରା ରାଜ୍ୟରେ ଭାଜପାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଭାଜପା ରାଷ୍ଟ୍ରୀୟ ଉପସଭାପତି ଡି.କେ. ଅରୁଣା, ପୂର୍ବତନ ଏମ୍‌ପି ତିଥେନ୍ଦର ରେଡ୍ଡୀ ଏବଂ କୋମତି ରେଡ୍ଡୀ ରାଜଗୋପାଳ ରେଡ୍ଡୀ ରାଜ୍ୟ ନେତୃତ୍ୱ ଦୌଡ଼ରେ ଥିବାବେଳେ କେନ୍ଦ୍ରୀୟ ନେତୃତ୍ୱ ବିଭିନ୍ନ ଦିଗକୁ ବିଚାରକୁ ନେଇ ଏତାଲା ରାଜେନ୍ଦରଙ୍କୁ ସଭାପତି ନିଯୁକ୍ତ କରିବାକୁ ଚାହୁଁଛି।

Bjp leadership will change in Telanga
na


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri