Posted inଜାତୀୟ

ତେଲଙ୍ଗାନାରେ ଭାଜପାର ରଣନୀତି: ଏତାଲା ରାଜେନ୍ଦର ହୋଇପାରନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ହାଇଦ୍ରାବାଦ,୨।୧: ତେଲଙ୍ଗାନା ଭାଜପା ନେତୃତ୍ୱରେ ପରିବର୍ତ୍ତନ ହୋଇପାରେ। ଫେବୃୟାରୀ କିମ୍ବା ମାର୍ଚ୍ଚରେ ଭାଜପା ନେତା ବଣ୍ଡି ସଞ୍ଜୟଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇପାରେ ବୋଲି ଏକ ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି।

ହୁଜୁରାବାଦ ବିଧାୟକ ଏତାଲା ରାଜେନ୍ଦରଙ୍କୁ ଭାଜପା ରାଜ୍ୟ ସଭାପତି ନିଯୁକ୍ତ କରାଯିବା ସହ ୨୦୨୩ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଉପସ୍ଥାପନ କରାଯାଇପାରେ ବୋଲି ଜଣାପଡ଼ିଛି। ଏହା ଦ୍ୱାରା ରାଜ୍ୟରେ ଭାଜପାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଭାଜପା ରାଷ୍ଟ୍ରୀୟ ଉପସଭାପତି ଡି.କେ. ଅରୁଣା, ପୂର୍ବତନ ଏମ୍‌ପି ତିଥେନ୍ଦର ରେଡ୍ଡୀ ଏବଂ କୋମତି ରେଡ୍ଡୀ ରାଜଗୋପାଳ ରେଡ୍ଡୀ ରାଜ୍ୟ ନେତୃତ୍ୱ ଦୌଡ଼ରେ ଥିବାବେଳେ କେନ୍ଦ୍ରୀୟ ନେତୃତ୍ୱ ବିଭିନ୍ନ ଦିଗକୁ ବିଚାରକୁ ନେଇ ଏତାଲା ରାଜେନ୍ଦରଙ୍କୁ ସଭାପତି ନିଯୁକ୍ତ କରିବାକୁ ଚାହୁଁଛି।

Bjp leadership will change in Telanga
na


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri