Posted inଫୁରସତ

ହୋଟେଲରେ ଖାଇବା ବିଲ୍‌ ୧୫ହଜାର, କିନ୍ତୁ ଓ୍ବେଟରଙ୍କୁ ଟିପ୍ସ‌ ଦେଲେ ୩ ଲକ୍ଷ

ସାଧାରଣତଃ ଆମେ ଖାଇବାକୁ ବାହାର କୌଣସି ହୋଟେଲକୁ ଗଲେ ଭଲ ସେବା ପାଇଁ ଓ୍ବେଟରଙ୍କୁ ଟିପ୍‌ ଦେଇଥାଉ। ହେଲେ ଆମେରିକାରେ କିଛି ସାଙ୍ଗ ହୋଟେଲକୁ ଖାଇବାକୁ ଯାଇ ବିଲ୍‌ଠାରୁ ଅଧିକ ଟିପ୍ସ ଦେଇ ଏବେ ଚର୍ଚ୍ଚାରେ। ଘଟଣାଟି ପେନସିଲଭାନିଆର।

ବନ୍ଧୁମାନେ ମିଶି ରେଷ୍ଟୁରାଣ୍ଟରେ ଖାଇବା ପରେ ୨୦୫ ଡଲାର ଅର୍ଥାତ ପ୍ରାୟ ୧୫ହଜାର ବିଲ୍‌ ଆସିଥିଲା। ହେଲେ ସେମାନେ ୫ହଜାର ଡଲାର ଅର୍ଥାତ ୩.୬୭ ଲକ୍ଷ ଟଙ୍କା ଟିପ୍ସ ଦେଇଥିଲେ। ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ। ଓ୍ବେଟର ଏହା ଜାଣିବା ପରେ ଅନ୍ୟମାନଙ୍କୁ ଜଣାଇଥିଲେ। ପରେ ରେଷ୍ଟୁରାଣ୍ଟରେ ଉପସ୍ଥିତ ଲୋକମାନେ ଲକ୍ଷାଧିକ ଟଙ୍କାର ଟିପ୍ସ‌ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଶେଷରେ ଫେସବୁକ୍‌ରେ ପୋଷ୍ଟ କରି ହୋଟେଲ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri