ରାତିରେ ଏସବୁ ଖାଉଥିଲେ…

ଶରୀରକୁ ସୁସ୍ଥ ରଖିବା ଲାଗି ଲୋଡ଼ା ଖାଦ୍ୟ। ହେଲେ ଆପଣ ଜାଣନ୍ତି କି, ପ୍ରତ୍ୟେକ ଖାଦ୍ୟର ସମୟ ମଧ୍ୟ ଭିନ୍ନ ଥାଏ। ଠିକ୍‌ ଯେମିତି ପାଟିକୁ ସ୍ବାଦିଷ୍ଠ ଲାଗୁଥିଲେ ବି ରାତିରେ କେତେକ ଖାଦ୍ୟ ଖାଇବା ଆମ ସ୍ବାସ୍ଥ୍ୟ ପକ୍ଷେ ହିତକର ନୁହେଁ। ଜାଣିବା କେଉଁ ଖାଦ୍ୟ ରାତିରେ ନ ଖାଇବା ଭଲ…

ତେଲମସଲାଯୁକ୍ତ ଖାଦ୍ୟ: ଏଭଳି ଖାଦ୍ୟ ହଜମ ହେବାକୁ ଅଧିକ ସମୟ ନେଇଥାଏ। ତେଣୁ ରାତିରେ ଏହାକୁ ଖାଇଲେ ନା କେବଳ ଏସିଡିଟି, ଗ୍ୟାସ୍‌ ଏବଂ ଛାତି ଜଳିବା ଭଳି ସମସ୍ୟା ଉପୁଜିଥାଏ ବରଂ ନିଦ୍ରାରେ ବାଧା ମଧ୍ୟ ସୃଷ୍ଟି ହୋଇଥାଏ।
ପାଚିଲା କଦଳୀ: ଏମିତିରେ ପ୍ରାୟ ଅଧିକାଂଶ ଫଳ ଖାଇବାକୁ ପସନ୍ଦ କରନ୍ତି। ହେଲେ କଦଳୀ ପ୍ରାୟତଃ ସମସ୍ତେ ଖାଆନ୍ତି। ଏହା ଖାଇବାକୁ ଟେଷ୍ଟି ହୋଇଥିବା ବେଳେ ଏଥିରେ ପୋଷକତତ୍ତ୍ୱ ମଧ୍ୟ ଭରି ରହିଛି। ହେଲେ ଆପଣ ଜାଣନ୍ତିକି, ଏହାକୁ ରାତିରେ ଖାଇଲେ ହଜମ ହେବା କଷ୍ଟ। କେବଳ ଏତିକି ନୁହେଁ, ଏହାଦ୍ୱାରା ଛାତିରେ କଫ ଜମା ହେବାର ଆଶଙ୍କା ରହିଛି।
ଚକୋଲେଟ୍‌: ରାତ୍ରଭୋଜନ ପରେ ଚକୋଲେଟ୍‌ ଖାଇବା ଠିକ୍‌ ନୁହେଁ। କାରଣ ଏଥିରେ ଥିବା କ୍ୟାଫିନ୍‌ ନିଦ୍ରାହୀନତାର କାରଣ ସାଜିଥାଏ। ତା’ଛଡା ଏହା ମେଦବହୁଳତା ସମସ୍ୟା ବି ସୃଷ୍ଟି କରିଥାଏ।
ଚା କିମ୍ବା କଫି: ଯଦି ଆପଣ ଶୋଇବା ପୂର୍ବରୁ ଚା କିମ୍ବା କଫି ପିଉଛନ୍ତି, ତେବେ ଏହି ଅଭ୍ୟାସରେ ପରିବର୍ତ୍ତନ ଆଣନ୍ତୁ। କାରଣ ଏହା ନିଦ୍ରାରେ ବାଧା ସୃଷ୍ଟି କରିଥାଏ। ଏଥିରେ ଥିବା କ୍ୟାଫିନ୍‌ ଯୋଗୁ ୨ ଘଣ୍ଟାର ନିଦ୍ରା ନଷ୍ଟ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri