ଆଣ୍ଟିବାୟୋଟିକ୍‌ ଖାଉଥିଲେ…

କେତେକ ରୋଗର ଚିକିତ୍ସା ସମୟରେ ଡାକ୍ତର ମେଡିସିନ୍‌ ସହ ଆଣ୍ଟିବାୟୋଟିକ ଖାଇବାକୁ ପରାମର୍ଶ ଦିଅନ୍ତି। କିନ୍ତୁ ଅଳ୍ପ କେତେଜଣ ବ୍ୟକ୍ତି ସାମାନ୍ୟ ଦେହ ଖରାପ ହେଲେ ଆଣ୍ଟିବାୟୋଟିକ ଖାଇବାକୁ ପସନ୍ଦ କରିଥାଅନ୍ତି। ହେଲେ ଏହି ସମୟରେ ଡାକ୍ତରଙ୍କ ସହ ପରାମର୍ଶ କରିବା ନିହାତି ଜରୁରୀ। ଯଦି ଡାକ୍ତରଙ୍କ ପରାମର୍ଶ ଅନୁସାରେ ମେଡିସିନ ସହ ଆଣ୍ଟିବାୟୋଟିକ ଖାଉଛନ୍ତି, ତେବେ ଔଷଧ ଖାଇବା ହଠାତ୍‌ ବନ୍ଦ କରନ୍ତୁ ନାହିଁ। ଡାକ୍ତର ଯେତେଦିନ ପର୍ଯ୍ୟନ୍ତ ଖାଇବାକୁ କହିଛନ୍ତି, ସେ ପର୍ଯ୍ୟନ୍ତ ଔଷଧ ଖାଇବା ଚାଲୁ ରଖନ୍ତୁ। ଡାକ୍ତରଙ୍କ ବିନା ପରାମର୍ଶରେ ଛୋଟପିଲାଙ୍କୁ ଆଣ୍ଟିବାୟୋଟିକ ଦିଅନ୍ତୁ ନାହିଁ। ପରବର୍ତ୍ତୀ ସମୟରେ ଦେହ ଖରାପ ହେଲେ ଆଣ୍ଟିବାୟୋଟିକ ଖାଇବା ପାଇଁ ସାଇତି ରଖନ୍ତୁ ନାହିଁ। କାରଣ ଆପଣଙ୍କ ରୋଗ ଅନୁସାରେ ଡାକ୍ତର ଆଣ୍ଟିବାୟୋଟିକ ଖାଇବାକୁ ପରାମର୍ଶ ଦେଇଥାନ୍ତି । ଅନ୍ୟ କାହା ପରାମର୍ଶରେ ଆଣ୍ଟିବାୟୋଟିକ ଖାଆନ୍ତୁ ନାହିଁ। ଭୁଲ ଆଣ୍ଟିବାୟୋଟିକ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ଅଧିକ ଖରାପ ହେବାର ଆଶଙ୍କା ଥାଏ। କେତେକ ବ୍ୟକ୍ତିଙ୍କର ଆଣ୍ଟିବାୟୋଟିକ ଶରୀରରେ ସୁଟ୍‌ କରି ନ ଥାଏ। ତେଣୁ ଡାକ୍ତରଙ୍କ ସହ ପରାମର୍ଶ ସମୟରେ ଏ ବିଷୟରେ ସୂଚିତ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri