ଆଣ୍ଟିବାୟୋଟିକ୍‌ ଖାଉଥିଲେ…

କେତେକ ରୋଗ ପାଇଁ ନିର୍ଦ୍ଦିଷ୍ଟ ଔଷଧ ସହ ଆଣ୍ଟିବାୟୋଟିକ ଖାଇବାକୁ ପଡିଥାଏ। ତେବେ ଏହି ସମୟରେ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଆଦୌ ଭୁଲନ୍ତୁ ନାହିଁ। ଆପଣଙ୍କ ରୋଗ ବିଷୟରେ ପରାମର୍ଶ କରୁଥିବା ଡାକ୍ତରଙ୍କୁ ବିଷଦ ଭାବରେ କୁହନ୍ତୁ। କାରଣ ତାହାକୁ ଅନୁଧ୍ୟାନ କରି ଡାକ୍ତର ଔଷଧ ଏବଂ ବେଳେବେଳେ ତା’ସହ ଆଣ୍ଟିବାୟୋଟିକ ଖାଇବାକୁ କହିଥାଆନ୍ତି। ହେଲେ କେତେକେ କିଛି ଦିନ ଔଷଧ ଏବଂ ଆଣ୍ଟିବାୟୋଟିକ ଖାଇବା ପରେ ଏବଂ ରୋଗରୁ ଆରୋଗ୍ୟ ଲାଭ କରିବା ପରେ ଏହାକୁ ଖାଇବା ବନ୍ଦ କରିଦିଅନ୍ତି। ହେଲେ ଯେତେଦିନ ପର୍ଯ୍ୟନ୍ତ ଡାକ୍ତର ଏଗୁଡିକୁ ଖାଇବାକୁ ପରାମର୍ଶ ଦେଇଛନ୍ତି ସେ ପର୍ଯ୍ୟନ୍ତ ଖାଆନ୍ତୁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଡାକ୍ତରଙ୍କ ବିନା ପରାମର୍ଶରେ ଛୋଟପିଲାଙ୍କୁ ଆଣ୍ଟିବାୟୋଟିକ୍‌ ଖାଇବାକୁ ଦିଅନ୍ତୁ ନାହିଁ। କେତେକ ବ୍ୟକ୍ତିଙ୍କର ଶରୀର ଅନୁସାରେ ଆଣ୍ଟିବାୟୋଟିକ୍‌ ସୁଟ୍‌ କରିଥାଏ। ଏହାକୁ ଖାଇବା ସମୟରେ ଯଦି କିଛି ସମସ୍ୟା ଦେଖାଦେଲା ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରମର୍ଶ କରନ୍ତୁ। କେତେବେଳେ କେଉଁ ଔଷଧ ଖାଇବେ ସେ ନେଇ ଡାକ୍ତରଙ୍କ ନିକଟରୁ ଭଲ ଭାବରେ ବୁଝି ନିଅନ୍ତୁ। ଏହାକୁ ନେଇ ମନରେ କୌଣସି ଦ୍ୱନ୍ଦ୍ୱ ଥିଲେ ତାହା ଡାକ୍ତରଙ୍କ ସହ ପରାମର୍ଶ କରି ଦୂର କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ଆଲୁମିନିୟମ ଫୋଏଲ୍‌

ଆଜିକାଲି ଖାଦ୍ୟପଦାର୍ଥକୁ ପ୍ୟାକ୍‌ କରିବା ପାଇଁ ଆଲୁମିନିୟମ ଫୋଏଲ୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି...

ଜାଣନ୍ତି ଭୋଜିଭାତ ପରେ ମିଠା କାହିଁକି ଖାଇବାକୁ ଦିଆଯାଏ

ସାଧାରଣତଃ ଭୋଜିଭାତ ଶେଷରେ ମିଠା ଖାଇବାକୁ ଦିଆଯାଏ। କୁହାଯାଏ, କିଛି ଖାଇବା ପରେ ପାଟି ମିଠା କରିବା ଦରକାର। କିନ୍ତୁ କ’ଣ ପାଇଁ ଖାଇବା ଶେଷରେ...

ମଧୁମେହ ରୋଗୀଙ୍କ ପାଇଁ ବରଦାନ ଏହି ପରିବା: ଜାଣନ୍ତୁ କିପରି କରିବେ ସେବନ

ବର୍ତ୍ତମାନ ଜୀବନଶୈଳୀ ନେଇ ଡାଇବେଟିସ ବା ମଧୁମେହ ଏକ ସାଧାରଣ ରୋଗରେ ପରିଣତ ହେଲାଣି। ଫଳରେ ଏହି ରୋଗୀଙ୍କୁ ମିଠା ଜାତୀୟ ଖାଦ୍ୟ ଖାଇବାଠାରୁ ଦୂରେଇ...

ଆତ୍ମନିର୍ଭରଶୀଳ ମା’

ଆଜିକାଲି ଅନେକ ମହିଳା ଆତ୍ମନିର୍ଭରଶୀଳ ହେବାକୁ ଆଗେଇ ଆସୁଛନ୍ତି । କିନ୍ତୁ ଏହି ସମୟରେ ସେମାନଙ୍କୁ କେତୋଟି ବିଷୟ ପ୍ରତି ଦୃଷ୍ଟିଦେବା ଦରକାର… ଦିନ ଥିଲା...

ବିଜ୍ଞାନ ପ୍ରଚାର ସମିତି: କୃତି ଓ କୀର୍ତ୍ତି

ଆମ ରାଜ୍ୟରେ ଲୋକପ୍ରିୟ ବିଜ୍ଞାନ ଲେଖକମାନେ ବିଜ୍ଞାନକୁ ଲୋକାଭିମୁଖୀ କରିବାରେ ଉଦ୍ୟମୀ ହେବାର ଯଥେଷ୍ଟ ପୂର୍ବରୁ ପାଠ୍ୟପୁସ୍ତକ ମାଧ୍ୟମରେ ବିଜ୍ଞାନ ଶିକ୍ଷା ପ୍ରଦାନ କରି ଜନସାଧାରଣଙ୍କୁ...

ହେୟାର କଟ୍‌ ଫ୍ୟାଶନ୍‌

ଷ୍ଟାଇଲିଶ୍‌ ଲୁକ୍‌ ପାଇଁ ବର୍ତ୍ତମାନ ହେୟାର କଟିଂ ପ୍ରତି ମହିଳାମାନେ ଅଧିକ ଗୁରୁତ୍ୱ ଦେଉଥିବା ଦେଖିବାକୁ ମିଳୁଛି । ହେଲେ ହେୟାରକଟିଂ ସମୟରେ କେତୋଟି ସାମନ୍ୟ...

ସମ୍ପର୍କରେ ବିଚ୍ଛେଦଠୁ ଦୂରେଇ ରହିବା ଲାଗି ଜାଣନ୍ତୁ କିଛି ଟିପ୍ସ

ସମ୍ପର୍କ ମଧ୍ୟରେ ସାଧାରଣ ମନୋମାଳିନ୍ୟ ଏକ ସାଧାରଣ ଘଟଣା। ମାତ୍ର ଅନେକ ସମୟରେ ଛୋଟ କଥା ବଢ଼ି ସମ୍ପର୍କ ବିଚ୍ଛେଦ ପର୍ଯ୍ୟନ୍ତ ପହଞ୍ଚିଥାଏ। ଆଧୁନିକ ଜୀବନଶୈଳୀ,...

ଜନ୍ମଦିନରେ କେକ୍‌ କାଟୁଥିଲେ ହୋଇଥାଏ…

ଆଜିକାଲି ଅଧିକାଂଶ ଜନ୍ମଦିନ ହେଉ କିମ୍ବା ବିବାହ ବାର୍ଷିକୀ ସବୁଥିରେ କେକ୍‌ କଟାଯାଉଛି। କେକ୍‌ କାଟିବା ପୂର୍ବରୁ ମହମବତୀ ଫୁଙ୍କି ଲିଭାଯିବାର ପରମ୍ପରା ମଧ୍ୟ ଚଳିଆସୁଛି।...

Advertisement
Archives

Model This Week