ଗାଜର ଖାଇଲେ ଏସବୁ ରୋଗରୁ ମିଳେ ମୁକ୍ତି

ଗାଜର ଆମ ଶରୀର ପାଇଁ ବହୁ ଉପକାରୀ। ଏଥିରେ ପୋଷକ ତତ୍ତ୍ବ ଥିବାରୁ ଏହା ଶରୀର ପାଇଁ ନିହାତି ଆବଶ୍ୟକ। ଗାଜର ଖାଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। ଗାଜର ଖାଇଲେ ଅନେକ ରୋଗ ପାଖ ମାଡ଼ି ନ ଥାଏ। ପ୍ରତିଦିନ ଗାଜର ଖାଇଲେ ଏହା ମୁହଁର ସୌନ୍ଦର୍ଯ୍ୟ ବଢ଼ାଇବାରେ ସହାୟକ ହୁଏ। ଗାଜରରେ ପ୍ରଚୁର ପରିମାଣର ଭିଟାମିନ୍‌ ‘ଏ’ ଥିବାରୁ ଏହା ଦୃଷ୍ଟିଶକ୍ତି ମଧ୍ୟ ବଢ଼ାଇଥାଏ।

ଗାଜରରେ ପର୍ଯ୍ୟାପ୍ତ ପରିମାଣର ଫାଇବର ଥାଏ। ଏହାକୁ ବାରମ୍ବାର ଖାଇବା ଦ୍ବାରା ଭୋକ ଲାଗି ନ ଥାଏ। ତେଣୁ ଏହା ଓଜନ ହ୍ରାସ କରିବାରେ ସାହାଯ୍ୟ କରେ। ଏହା ଖାଇବା ଦ୍ୱାରା ଶରୀରରେ ଥିବା ହାନିକାରକ କୋଲେଷ୍ଟରଲକୁ ବାହାର କରିଦିଏ। ଫଳରେ ହାର୍ଟ ସୁସ୍ଥ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri