ହରିଣ ମାଂସ ଖାଇବା ପଡ଼ିଲା ମହଙ୍ଗା: ୩ ଶିକାରୀ, ୧୦ ଗ୍ରାହକ ଗିରଫ

ବାରଙ୍ଗ,୪।୯(ଡି.ଏନ୍‌.ଏ.): ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଭୟାରଣ୍ୟ ଫିରିଙ୍ଗନାଳି ଅଞ୍ଚଳରୁ ଗୁରୁବାର ୩ ଶିକାରୀଙ୍କୁ ଗିରଫ କରାଯାଇଛି। ଚନ୍ଦକା ଡ଼ମପଡ଼ା ବନ ବିଭାଗ, ଚନ୍ଦକା ପୋଲିସ ଗୁରୁବାର ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ସେମାନଙ୍କୁ ଗିରଫ କରିଛି। ପରେ ସେମାନଙ୍କଠାରୁ ହରିଣ ମାଂସ, ଛାଲ, ବନ୍ଧୁକ, ଜୀବନ୍ତ ଗୁଳି ଆଦି ସାମଗ୍ରୀ ଜବତ ହୋଇଛି। ଚନ୍ଦକା ଅଞ୍ଚଳରେ ଶିକାରୀମାନେ ଏକ କେଜି ମାଂସ ବିକ୍ରି କରି ସାରିଥିବା ବେଳେ ପୋଲିସ ଚଢ଼ାଉ କରି ମାଂସ ସହ ୧୦ ଗ୍ରାହାକଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି

ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ...

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା, ୨୪।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ବୁଧବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ସମୟରେ ଗୁଣ୍ଠାୱାଡାରୁ ସିଲେରୁ ରୋଡ଼ ହଂଶାଗୁଡ଼ା ବ୍ରିଜ ନିକଟରୁ ୨୫ ଲକ୍ଷ...

ଥାନାରେ ୪ ନାବାଳକଙ୍କୁ ଥାର୍ଡ ଡିଗ୍ରୀ

ମାଲକାନଗିରି,୧୬ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନାରେ ୪ ଜଣ ନାବାଳକଙ୍କୁ ଚୋରି ଅଭିଯୋଗରେ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏପରିକି ପୋଲିସ...

ଜୁନ୍‌ରୁ ଜିଲାରେ ଇ-କାର୍ଯ୍ୟାଳୟ

ଅନୁଗୋଳ ଅଫିସ୍‌, ୧୩।୩ – ଅନୁଗୋଳ ଜିଲା କାର୍ଯ୍ୟାଳୟରେ ଲାଗୁ ହେବ ଇ-କାର୍ଯ୍ୟାଳୟ। ଏହି ବ୍ୟବସ୍ଥା ଫଳରେ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଚିଠି ଧରି ଆଉ...

ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ବାଳିକା ବିଭାଗରେ ଦେସ୍ନା, ବାଳକରେ ଆୟୁଷ ଫାଇନାଲକୁ ପ୍ରବେଶ

ବଅଁରପାଳ,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୟୁନାଇଟେଡ ବ୍ୟାଡମିଣ୍ଟନ ଆସୋସିଏଶନ ପକ୍ଷରୁ ନାଲ୍‌କୋ ବ୍ୟାଡମିଣ୍ଟନ ହଲ୍‌ରେ ଆଯୋଜିତ ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଶନିବାର ଫାଇନାଲ ଦିବସ। ତେବେ ଏଥିରେ...

କର୍ମୀଙ୍କ ବାରଣ୍ଡାରେ ପଢୁଛନ୍ତି ପିଲା

ବାହାନଗା, ୨୩।୫(ଡି.ଏନ.ଏ.): ଅଙ୍ଗନୱାଡି କେନ୍ଦ୍ରର ନୂତନ ଗୃହ ନିର୍ମାଣକୁ ୨ବର୍ଷ ପୂରିଲାଣି। ହେଲେ ହସ୍ତାନ୍ତର ହୋଇ ନ ଥିବାରୁ ଏବେ ବି ଛୋଟ ଛୋଟ ପିଲାମାନେ ସେହି...

କଟକ ସହରରୁ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୩୦।୮-କଟକ ସହରରୁ ରବିବାର ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୨ଜଣ, କ୍ୱାରାଣ୍ଟାଇନରୁ ୯୭ ଏବଂ ସ୍ଥାନୀୟ ଅଞ୍ଚଳରୁ ୮୭ ଆକ୍ରାନ୍ତ...

ଫାଣ୍ଡି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଢେଙ୍କାନାଳ ଅଫିସ,୨।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ମହାବୀର ରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

Advertisement
Archives

Model This Week