ଅତ୍ୟଧିକ ଆମ୍ବ ଖାଉଛନ୍ତି କି…

ଆମ୍ବ ଦେଖିବାକୁ ଯେତିକି ସୁନ୍ଦର ଖାଇବାକୁ ତା’ଠୁ ଅଧିକ ସ୍ବାଦିଷ୍ଟ। ବର୍ଷାଦିନରେ ଆମ୍ବର ମଜା ନେବାକୁ ପ୍ରାୟ ସମସ୍ତଙ୍କୁ ବେଶି ପସନ୍ଦ ହୋଇଥାଏ। ଏହା ପୋଷକ ତତ୍ତ୍ୱ ସହ ଭିଟାମିନ ଇ, କପର, ପୋଟାସିୟମ, ଆଇରନ ଆଦିରେ ଭରପୂର ହୋଇଥାଏ। ଏହା ଶରୀର ପାଇଁ ସୁସ୍ଥକର ହେଲେ ମଧ୍ୟ ଏହାକୁ ଅଧିକ ଖାଇବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ …

– ଆମ୍ବର ଉପରେ ଏକ ତରଳ ପଦାର୍ଥ ରହିଥାଏ। ଯାହାକୁ ଭଲ ଭବେ ସଫା ନ କରି ଖାଇବା ଦ୍ୱାରା ତାହା ଏତେ ସ୍ବାଦିଷ୍ଟ ଲାଗି ନ ଥାଏ। ଏହା ସହ ଅନେକ ଚର୍ମ ଜନିତ ସମସ୍ୟା ଉପୁଜାଇଥାଏ। ଏହାକୁ ଖାଇବା ଫଳରେ ଦେହ କୁଣ୍ଡାଇ ହୋଇ ଫଳିଯାଏ। ଏପରିକି ପଦାର୍ଥ ମୁହଁରେ ଲାଗିବାରୁ ମୁହଁରେ ଘା’ ମଧ୍ୟ ହେବାର ସମ୍ଭାବନା ଥାଏ।
-ଆମ୍ବରେ ପୋଷକ ତତ୍ତ୍ୱ ମିଳୁଥିଲେ ମଧ୍ୟ ଏହାକୁ ଅଧିକ ଖାଇବା ଫଳରେ ହଜମକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। ଯଦି ଆପଣଙ୍କଠାରେ ପୂର୍ବରୁ ଖାଦ୍ୟ ହଜମ ଜନିତ ସମସ୍ୟା ଥାଏ ତେବେ ଆପଣ ଏହାଠାରୁ ଯଥା ସମ୍ଭବ ଦୂରେଇ ରହିବାଉଚିତ।

-ଖାଇବା ଶେଷରେ ପ୍ରାୟ ସମସ୍ତେ ଆମ୍ବକୁ ଖାଇବାକୁ ପସନ୍ଦ କରିଥାନ୍ତି। ତେବେ ଏହା ଏକ ଗରମ ଫଳ ହୋଇଥିବାରୁ ଏହାକୁ ଅଧିକ ଖାଇବା ଫଳରେ ମୁହଁରେ ଏହାର ପ୍ରଭାବ ପଡ଼ିଥାଏ।

-ମଧୁମେହ ଓ ନଳୀରେ ଘା’ ହୋଇଥିବା ବ୍ୟକ୍ତି ଏହାଠାରୁ ଦୂରେଇ ରହିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri