ଅତ୍ୟଧିକ ମିଠା ଖାଉଥିଲେ…

ମିଠା ଏପରି ଏକ ଜିନିଷ, ଯାହାକୁ ଦେଖିବା ମାତ୍ରେ ଅଧିକାଂଶ ବ୍ୟକ୍ତିଙ୍କର ପାଟିରୁ ଲାଳ ଗଡ଼ିଥାଏ। ଏପରି ଖାଦ୍ୟ ବେଶ୍‌ ସ୍ବାଦିଷ୍ଟ ଏକଥା ସତ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା କେତେକ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ପରୋକ୍ଷରେ ଡାକିଆଣିଥାଏ। ଅତ୍ୟଧିକ ମିଠା ଖାଇବା ଦ୍ୱାରା ସଂପୃକ୍ତ ବ୍ୟକ୍ତିଙ୍କର ମସ୍ତିଷ୍କର କାର୍ଯ୍ୟଧାରା ପ୍ରଭାବିତ ହୋଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ‘ଅତ୍ୟଧିକ ମିଠା ଖାଇବା ଏବଂ ମସ୍ତିଷ୍କର କାର୍ଯ୍ୟଧାରା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ୍‌ ସିଡ୍‌ନୀର ବିଶେଷଜ୍ଞମାନେ ଏକ ଗବେଷଣା କରିଥିଲେ। ଅତ୍ୟଧିକ ମିଠା ଖାଉଥିବା ବ୍ୟକ୍ତିମାନଙ୍କର ମସ୍ତିଷ୍କର କାର୍ଯ୍ୟଧାରାକୁ ତନ୍ନ ତନ୍ନ କରି ପରୀକ୍ଷା ନିରୀକ୍ଷା କରିବା ପରେ ସେମାନେ ଏପରି ସିଦ୍ଧାନ୍ତରେ ଉପନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟଆଟାକ୍‌ରୁ ଦୂରେଇ ରଖେ ଏହି ରସ…

ସକାଳେ ଅଧାକପ୍‌ କାକୁଡ଼ି ଜୁସ୍‌ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ...

ଏହି ଶାଗ ଉଚ୍ଚ ରକ୍ତଚାପ, ଡାଇବେଟିସ କରିଥାଏ ଦୂର

ଶୀତଦିନରେ ବଜାରରେ ବିଭିନ୍ନ ଶାଗ ମିଳିଥାଏ। ଶାଗ ଖାଇଲେ ନାନା ରୋଗ ଦୂର ହୋଇଥାଏ। ଶାଗଗୁଡ଼ିକ ମଧ୍ୟରୁ ମେଥି ଶାଗ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ।...

ଏହି ୭ ପ୍ରାଣୀଙ୍କୁ ନିଦରୁ ଉଠାଇଲେ, ହେବ ମୃତ୍ୟୁ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି। ଯାହାକୁ ଗ୍ରହଣ କରି ଜଣେ ଖୁସିରେ ଜୀବନ ଅତିବାହିତ କରି ପାରିବ। ଚାଣକ୍ୟ...

‘ପବ୍‌ କଲ୍‌ଚର୍‌’

ରେଷ୍ଟୁରାଣ୍ଟ, କାଫେ, କ୍ଲବ୍‌, ଲାଉଞ୍ଜ୍‌ ଏବେ ଯୁବଗୋଷ୍ଠୀଙ୍କ ପାଇଁ ପ୍ରମୁଖ ହ୍ୟାଙ୍ଗ୍‌ଆଉଟ୍‌ ସ୍ଥାନଭାବେ ପରିଗଣିତ ହେଉଛି। ଆମୋଦପ୍ରମୋଦ ପାଇଁ ସବୁବେଳେ କିଛି ନା କିଛି ନୂଆ...

କମ୍‌ ଖର୍ଚ୍ଚରେ ଆପଣାନ୍ତୁ ଗ୍ଲାମର ଲୁକ୍‌

ଅଧିକାଂଶ ଲୋକ ସୁନ୍ଦର ଦେଖାଯିବା ପାଇଁ ପାଣି ପରି ପଇସା ଖର୍ଚ୍ଚ କରିଥାନ୍ତି। କିନ୍ତୁ ନିଜ ବଜେଟ ଭିତରେ ଖର୍ଚ୍ଚ ନ କଲେ ଆର୍ଥିକ ସ୍ଥିତି...

ଶୀତ ଦିନେ ତ୍ୱଚାର ଯତ୍ନ

ଶୀତଦିନେ ତ୍ୱଚା ଅତ୍ୟଧିକ ଶୁଷ୍କ ହୋଇ ଫାଟିବା ଭଳି ସମସ୍ୟା ଦେଖାଯାଏ। ତେଣୁ ଏହାର ଉପଯୁକ୍ତ ଯତ୍ନ ନ ନେଲେ ତ୍ୱଚା ଫାଟି ବେଳେବେଳେ ରକ୍ତ...

ଅଧିକ ଷ୍ଟିରଏଡ୍‌ ବ୍ୟବହାର ରୋଗ ପ୍ରତିରୋଧକ ଶକ୍ତିକୁ ପ୍ରଭାବିତ କରେ

ସାଧାରଣତଃ ଅଙ୍ଗ ପ୍ରତିରୋପଣ, ଶ୍ୱାସ, ଆଣ୍ଠୁଗଣ୍ଠି ବାତ, ଚର୍ମ ଓ କ୍ୟାନ୍‌ସର ଆଦି ରୋଗୀମାନଙ୍କ କ୍ଷେତ୍ରରେ ଷ୍ଟିରଏଡ ଔଷଧ ବହୁଳ ଭାବେ ବ୍ୟବହାର କରାଯାଇଥାଏା ଦୀର୍ଘ...

ଆଲମଣ୍ଡ ଖାଇଲେ ଦୂର ହେବ ଏସବୁ ମାରାତ୍ମକ ରୋଗ

ଆଲମଣ୍ଡ ଖାଇବା ଦ୍ୱାରା ଥଣ୍ଡା ଏବଂ ଫ୍ଲୁ ଭଳି ଭାଇରାଲ ସଂକ୍ରମଣ ସହିତ ଲଢ଼ିବାର ଶକ୍ତି ଆସିଥାଏ। ଏହାକୁ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ।...

Advertisement


Archives

Model This Week