ହୁ ହୁ ହୋଇ ବଢୁଛି ଇବୋଲା ଭୂତାଣୁ: ଡବ୍ଲ୍ୟୁଏଚ୍‌ଓ ଚିନ୍ତିତ

କିନ୍‌ଶାସା (କଙ୍ଗୋ),୨୦ା୫: ପୂର୍ବ କଙ୍ଗୋରେ ଇବୋଲା ଭୂତାଣୁର ଏକ ବିରଳ ପ୍ରଜାତି ଦ୍ରୁତ ବେଗରେ ବ୍ୟାପୁଥିବାରୁ ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନୋମ୍‌ ଘେବ୍ରିୟେସସ୍‌ ମଙ୍ଗଳବାର ଚିନ୍ତାବ୍ୟକ୍ତ କରିଛନ୍ତି। ଇବୋଲା ସଂକ୍ରମଣରେ ମୃତ୍ୟୁସଂଖ୍ୟା ୧୩୧ରେ ପହଞ୍ଚତ୍ଥିବାବେଳେ ୫୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ଥିବା ସନ୍ଦେହ କରାଯାଉଛି। ଇବୋଲା ସଂକ୍ରମଣରେ ପ୍ରଥମ ମୃତ୍ୟୁ ଜଣାପଡ଼ିବା ପରେ କର୍ତ୍ତୃପକ୍ଷ ଅଧିକ ସାଧାରଣ ପ୍ରକାରର ଭୂତାଣୁ ପାଇଁ ପରୀକ୍ଷା କରିଥିଲେ ଏବଂ ରିପୋର୍ଟ ନେଗେଟିଭ୍‌ ଆସିଥିଲା। ବୁଣ୍ଡିବିଗ୍ୟୋ ଭୂତାଣୁ ବିରଳ ପ୍ରଜାତିର ହୋଇଥିବାବେଳେ ଏହାର ପ୍ରତିକାର ପାଇଁ କୌଣସି ଅନୁମୋଦିତ ଔଷଧ କିମ୍ବା ଟିକା ନାହିଁ। ମହାମାରୀର ପରିବ୍ୟାପ୍ତି ଓ କ୍ଷିପ୍ରତାକୁ ନେଇ ଅତ୍ୟନ୍ତ ଚିନ୍ତିତ ବୋଲି ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଘେବ୍ରିୟେସସ୍‌ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?