Posted inଜାତୀୟ

ଭାଜପା ନେତା ଉପରେ ଲାଗିଲା ପ୍ରଚାର ଅଙ୍କୁଶ

ନୂଆଦିଲ୍ଲୀ,୨।୪: ନିର୍ବାଚନ କମିଶନ ଶୁକ୍ରବାର ଆସାମର ପ୍ରଭାବଶାଳୀ ମନ୍ତ୍ରୀ ତଥା ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମାଙ୍କ ନିର୍ବାଚନ ପ୍ରଚାର ଉପରେ ୪୮ ଘଣ୍ଟିଆ ଅଙ୍କୁଶ ଲଗାଇଛନ୍ତି । ସେ ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ ଅଧ୍ୟକ୍ଷ ହାଗ୍ରାମା ମୋହିଲାରିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ସହ ଏନ୍‌ଆଇଏ ଜରିଆରେ ତାଙ୍କୁ ଜେଲ୍‌କୁ ପଠାଇଦେବେ ବୋଲି ଧମକ ଦେଇଥିଲେ। ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ ଆସାମରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ-ଛତିଶଗଡ଼ରେ ଜିତିବ କଂଗ୍ରେସ, ତେଲଙ୍ଗାନାରେ ମଧ୍ୟ ମିଳିବ ସଫଳତା: ରାହୁଲ…

ନୂଆଦିଲ୍ଲୀ,୨୪।୯ : ୱାୟାନାଡର କଂଗ୍ରେସ ନେତା ତଥା ଦଳର ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ରବିବାର ରାଜଧାନୀ ଦିଲ୍ଲୀରେ ଏକ କନକ୍ଲେଭ ସମୟରେ ଆଗାମୀ ବିଧାନସଭା...

ଯୁଦ୍ଧକ୍ଷେତ୍ରରେ ଚିତ୍ର ଦେଖିପାରିବେ କମାଣ୍ଡର, ଶତ୍ରୁଙ୍କ ସ୍ଥିତି ଆକଳନ କରି ହେବ ପ୍ରହାର…

ନୂଆଦିଲ୍ଲୀ,୬।୫ : ସମୟ ବଦଳିବା ଏବଂ ଚ୍ୟାଲେଞ୍ଜ ବଢ଼ିବା ମଧ୍ୟରେ ଭାରତୀୟ ସେନାକୁ ଆଧୁନିକୀକରଣ କରିବା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଅନ୍ତର୍ଗତ ସେନା ଏହିପରି...

୭ ଦେଶ ବୁଲି ୧.୭୯ କୋଟି ଖର୍ଚ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୨୪ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ଏବଂ ଜୁଲାଇ ମାସରେ ଆମେରିକା, ଫ୍ରାନ୍ସ ସମେତ ୭ ରାଷ୍ଟ୍ର ଗସ୍ତ କରିଥିଲେ। ଏ ବାବଦରେ କେନ୍ଦ୍ର...

ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ ଗାନ୍ଧୀ…

ନୂଆଦିଲ୍ଲୀ,୧୪।୧୧ : ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।...

ସ୍କୁଲ ଖୋଲିବା ପରେ ୨୭ ଛାତ୍ର କରୋନା ପଜିଟିଭ

କୁର୍ନୁଲ, ୨୧।୧୦: ଆନ୍ଧ୍ର ପ୍ରଦେଶ କୁର୍ନୁଲ ଜିଲାର ୪ଟି ଘରୋଇ ବିଦ୍ୟାଳୟର ୨୭ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ସେତେବେଳେ ସାମ୍ନାକୁ...

କର୍ନାଟକରେ ପ୍ରଧାନମନ୍ତ୍ରୀଙ୍କ ହେବ ୨୨ ରାଲି

ବେଙ୍ଗାଲୁରୁ,୨୭ା୪: କର୍ନାଟକ ବିଧାନସଭା ନିର୍ବାଚନ ମେ’ ୧୦ରେ ଅନୁଷ୍ଠିତ ହେବା। ଏନେଇ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋର୍‌ଦାର କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ...

ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟବହାର ବିରୋଧରେ ପିଟିଶନ: କେନ୍ଦ୍ର, ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୧୦ା୧(ପି.ଟି.): ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟାନର, ହୋର୍ଡିଂ ଇତ୍ୟାଦିର ବ୍ୟବହାରକୁ ବିରୋଧ କରି ଦାଏର ଏକ ପିଟିଶନ ଉପରେ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଓ...

ରେକର୍ଡ କଲା ଭାରତ, ୭୫ ପ୍ରତିଶତ ବୟସ୍କଙ୍କ ଟିକାକରଣ…

ନୂଆଦିଲ୍ଲୀ, ୩୦।୧ : ଭାରତ ପୁଣି ନୂଆ ରେକର୍ଡ କରିଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ଦେଶର ୭୫ ପ୍ରତିଶତ ବୟସ୍କଙ୍କୁ ଟିକା ପ୍ରଦାନ କରାଯାଇଛି। ଏନେଇ...

Advertisement
Archives

Model This Week