Posted inଜାତୀୟ

ଫସିଲେ ମମତା

କୋଲକାତା,୭।୪: ଧର୍ମକୁ ଆଧାର କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ରାଲିରେ ଭୋଟ ମାଗିଥିବାରୁ ନିର୍ବାଚନ କମିଶନ ଜବାବ ମାଗିଛନ୍ତି। ଏନେଇ ତାଙ୍କୁ ୪୮ ଘଣ୍ଟାର ମହଲତ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମମତା ଏକ ନିର୍ବାଚନ ରାଲିରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଭାଗ ଭାଗ ନ ହୋଇ ଏକତ୍ରିତ ରହି ଟିଏମ୍‌ସିକୁ ଭୋଟ ଦେବାକୁ ମମତା ନିବେଦନ କରିଥିଲେ। ଏନେଇ ଭାଜପା ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକରେ ୪୦ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ,୧୯।୩: ଦେଶରେ ପୁଣି ଥରେ କାୟା ବଢ଼ାଉଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୭୨୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ବର୍ଷ...

ରାଜନୈତିକ ହିଂସାରୁ ଆକ୍ରମଣ

ଚାନ୍ଦବାଲି, ୧୭।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ତୋଟାପଡ଼ା ପଞ୍ଚାୟତ ଗଙ୍ଗାଧରପୁର ପାଟଣା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ରାଜନୈତିକ ହିଂସାକୁ ନେଇ...

ଉତ୍ତରପ୍ରଦେଶରେ ପଶିଲେ ୨ ଆତଙ୍କବାଦୀ: ହାଇଆଲର୍ଟ ଜାରି

ଲକ୍ଷ୍ନୌ,୫।୧: ଆଇଏସ୍‌ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧ ଆତଙ୍କବାଦୀ ଉତ୍ତରପ୍ରଦେଶରେ ପ୍ରବେଶ କରିଛନ୍ତି। ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା...

ରାତ୍ର କର୍ଫ୍ୟୁ ବେଳେ ଆନ୍ତଃରାଜ୍ୟ ବସ୍‌କୁ ଅଟକାଅ ନାହିଁ: ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩ା୬(ପି.ଟି.): ସାରା ଦେଶରେ ଅନ୍‌ଲକ୍‌ ୧ ଆରମ୍ଭ ହେବା ସହ ଲକ୍‌ଡାଉନ ବେଳର ଅଧିକାଂଶ କଟକଣା କୋହଳ କରାଯାଇଛି। ରାତ୍ରକାଳୀନ କର୍ଫ୍ୟୁକୁ ରାତି ୯ଟାରୁ ସକାଳ...

ଦୁଷ୍ୟନ୍ତଙ୍କ ପାଇଁ ଖୁସି ଖବର: ଅଜୟଙ୍କୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ଭାଜପାକୁ ସମର୍ଥନ ଦେବାର ୨୪ ଘଣ୍ଟା ନ ପୁରୁଣୁ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତଙ୍କ ପାଇଁ ଆସିଛି ଖୁସି ଖବର। ତିହାର...

ଚୋକ୍‌ସି, ମାଲ୍ୟାଙ୍କ ସମେତ ଖିଲାପକାରୀଙ୍କୁ ଋଣ କ୍ଷମା

ନୂଆଦିଲ୍ଲୀ,୨୯।୪: ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଅନାଦାୟ ଋଣ(ଏନ୍‌ପିଏ) ସ୍ତର ବଢ଼ିବା ଆଶଙ୍କା ରହିଛି। ଏଭଳି ସ୍ଥଳେ ବୃହତ୍‌ ପରିମାଣର ଋଣ ନେଇ ପରିଶୋଧ କରି...

‘ବୁଲାତି ହେ ପର୍‌ ଜାନେକା ନେହିଁ’: ଆଜି ବି ଇଣ୍ଟରନେଟରେ ଭାଇରାଲ ଇନ୍ଦୋରୀଙ୍କ କବିତାର ଏହି ପଂକ୍ତି

ନୂଆଦିଲ୍ଲୀ,୧୧।୮: ପରଲୋକରେ ଖ୍ୟାତନାମା କବି ରାହତ ଇନ୍ଦୋରୀ। ହୃଦଘାତରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଥିବା ବେଳେ ସେ କରୋନାରେ ମଧ୍ୟ ଆକ୍ରାନ୍ତ ଥିବା ଜଣାପଡ଼ିଛି।...

ଭାଜପାକୁ ଭୁଲରେ ଭୋଟ ଦେଇ ନିଜ ଅଙ୍ଗୁଳି କାଟିଲେ

ବୁଲନ୍ଦସହର,୨୦ା୪ : ଉତ୍ତରପ୍ରଦେଶର ବୁଲନ୍ଦସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପବନ କୁମାର(୨୫) ନାମକ ଜଣେ ଦଳିତ ମତଦାତା ବିଏସ୍‌ପି ପ୍ରାର୍ଥୀ ଯୋଗେଶ ବର୍ମାଙ୍କୁ...

Advertisement

BGU

Archives

Model This Week

Why Dharitri