ସ୍ଥାୟୀ ନିଯୁକ୍ତି ପ୍ରଦାନ ଦାବିରେ ଗର୍ଜିଲେ ଓଡିଶା ଜୀବିକା ମିଶନ, ମିଶନ ଶକ୍ତିରେ କାର୍ଯ୍ୟରତ ଇସି ସଦସ୍ୟ

ଛତ୍ରପୁର,୧୨।୩(ଦିଲ୍ଲୀପ ସାମଲ): ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟଙ୍କ ରିଷ୍ଟ୍ରକଚରିଙ୍ଗ୍‌ ବନ୍ଦ କରାଯିବା, ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତିରେ କାର୍ଯ୍ୟ ରତ ଇସି ସଦସ୍ୟଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା, ବକେୟା ଭତ୍ତା ପ୍ରଦାନ କରାଯିବା, ମିଶନ ଶକ୍ତି ଏବଂ ଜୀବିକା ମିଶନରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ୫ ବର୍ଷୀୟା ଚୁକ୍ତି ବାତିଲ କରି ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା, ମିଶନ ଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ସୁନିଶ୍ଚିତ କରାଯିବା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ପ୍ରତ୍ୟକ ସଦସ୍ୟଙ୍କୁ ମାସିକ ୧ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ନିୟମିତ ପ୍ରଦାନ ବ୍ୟବସ୍ଥା କରାଯିବା ସମେତ ବିଭିନ୍ନ ଦାବି ନେଇ ନିଖିଳ ଓଡିଶା ଜୀବିକା ମିଶନ ଇସି ସଙ୍ଘ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ଦାବିପତ୍ର ଛତ୍ରପୁର ବିଡ଼ିଓଙ୍କ ଜରିଆରେ ପ୍ରଦାନ କରାଯାଇଛି l ଉକ୍ତ ଦାବି ଗୁଡିକ ପୂରଣ ନ ହେଲେ ଆଗାମୀ ଦିନରେ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ସଙ୍ଘ ପକ୍ଷରୁ ଚେତାବନୀ ଦିଆଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଅଭିଭାବକ ହେଉଛନ୍ତି ଶିଶୁଙ୍କ ପ୍ରଥମ ଗୁରୁ: ଆଚରଣରେ ସଞ୍ଜମ ରଖିବା ଜରୁରୀ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଶୁକ୍ରବାର ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀରେ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri