Posted inଜାତୀୟ

କମଳନାଥଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ, ୨୨ା୧୦: ମଧ୍ୟପ୍ରଦେଶର ମନ୍ତ୍ରୀ ଇମର୍ତ୍ତୀ ଦେବୀଙ୍କ ବିରୋଧରେ ‘ଆଇଟମ୍‌’ ମନ୍ତବ୍ୟ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଳନାଥଙ୍କୁ ନିର୍ବାଚନ ଆୟୋଗ (ଇସି) ବୁଧବାର ନୋଟିସ ଜାରି କରିଛନ୍ତି। ନୋଟିସ ପାଇବାର ୪୮ ଘଣ୍ଟା ମଧ୍ୟରେ ଏନେଇ ଉତ୍ତର ରଖିବା ଲାଗି ଇସି ପକ୍ଷରୁ କୁହାଯାଇଛି। ଗତ ସପ୍ତାହରେ ଦାବ୍ରାରେ ଅନୁଷ୍ଠିତ ନିର୍ବାଚନ ବୈଠକରେ କମଳନାଥ ଇମର୍ତ୍ତୀ ଦେବୀଙ୍କୁ ‘ଆଇଟମ୍‌’ ବୋଲି କହିଥିଲେ। ଏହାକୁ ଭାଜପା ପକ୍ଷରୁ ତୀବ୍ର ସମାଲୋଚନା କରାଯାଇଥିଲା। ଏମିତିକି ରାହୁଲ ଗାନ୍ଧୀ ମଧ୍ୟ କମଳନାଥଙ୍କ ଏଭଳି ମନ୍ତବ୍ୟକୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri