Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି । ୨୦୨୩ ବର୍ଷର ରିଟ୍‌ ପିଟିସନ (ସିଭିଲ) ସଂଖ୍ୟା ୪୩୪ରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ୨୬ ଏପ୍ରିଲ ୨୦୨୪ରେ ଦେଇଥିବା ଆଦେଶକୁ ଅନୁସରଣ କରି ଆୟୋଗ ଏହି ନୋଟିସ ଜାରି କରିଛନ୍ତି ।

ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲକୁ ଲାଗୁ କରିବା ନିମନ୍ତେ ଆବଶ୍ୟକ ମୌଳିକ ଭିତ୍ତିଭୂମି ଏବଂ ବ୍ୟବସ୍ଥା ପ୍ରସ୍ତୁତ କରିବା ଲାଗି ସବୁ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

୧ ମଇ ୨୦୨୪ ପରେ ଯେଉଁସବୁ ଭିଭିପିଏଟି ମେସିନରେ ସିମ୍ବଲ ଲୋଡିଂ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇସାରିଛି ସେସବୁ ମାମଲାରେ ସଂଶୋଧିତ ପ୍ରୋଟୋକଲ ଲାଗୁହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଆଦେଶ ଦେଇଥିଲେ । ତଦନୁଯାୟୀ ଏହାକୁ କାର୍ଯ୍ୟକାରୀ କରାଯିବ । ଏ ସଂକ୍ରାନ୍ତରେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏକ ଏସଓପି ଏବଂ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri