Posted inଜାତୀୟ

ନିର୍ବାଚନ ଆୟୋଗଙ୍କ କଡ଼ା ନିର୍ଦ୍ଦେଶ: ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ ରାଜ୍ୟରେ ମୃତୟନ ହେବେ CAPF ଫୋର୍ସ

ନୂଆଦିଲ୍ଲୀ,୨୪।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ (ଇସି) ରାଜ୍ୟ ପୋଲିସକୁ ଯଥାଶୀଘ୍ର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଇସି କହିଛନ୍ତି ଯେ, ରାଜ୍ୟରେ ନିର୍ବାଚନ ଆଦର୍ଶ ଆଚରଣ ସଂହିତା ଲାଗୁ ହେବା ପୂର୍ବରୁ CAPF ଫୋର୍ସ ମୁତୟନ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ୪୮୦ କମ୍ପାନୀ CAPF ଫୋର୍ସ ମୁତୟନ କରିବାକୁ ଇସି କହିଛନ୍ତି।

ମାର୍ଚ୍ଚ ୧ ତାରିଖରେ ୨୪୦ କମ୍ପାନୀ ଫୋର୍ସ ଏବଂ ମାର୍ଚ୍ଚ ୧୦ରେ ୨୪୦ କମ୍ପାନୀ ଫୋର୍ସ ପଠାଯିବ ବୋଲି ନିର୍ବାଚନ କମିଶନ ପକ୍ଷରୁ ଅବଗତ କରାଯାଇଛି।

ପଶ୍ଚିମବଙ୍ଗରେ ଚଳିତ ବର୍ଷ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି ନିର୍ବାଚନ ଆୟୋଗ। ଯଥାଶୀଘ୍ର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରିବାକୁ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। କମିଶନ କହିଛନ୍ତି, ଏହି କାମ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ସୁଦ୍ଧା ସମାପ୍ତ କରିବାକୁ କୁହାଯାଇଛି। ଅଞ୍ଚଳଗୁଡ଼ିକର ଚିହ୍ନଟ ଆଧାରରେ, କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ନିୟୋଜିତ କରାଯିବ। ଅନ୍ୟପକ୍ଷେ ନିର୍ବାଚନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ପ୍ରାକୃତିକ ବିପର୍ଯ୍ୟୟରେ ମହିଳାଙ୍କ ସୁରକ୍ଷା ଓ ଅନ୍ତର୍ଭୁକ୍ତୀକରଣ ଉପରେ କର୍ମଶାଳା

ଭଞ୍ଜନଗର, ୨୫ା୧୦ (ବାବୁଲା ପ୍ରଧାନ): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମହିଳାଙ୍କ ସୁରକ୍ଷା ଓ ସେମାନଙ୍କ ଅନ୍ତର୍ଭୁକ୍ତୀକରଣକୁ ଗୁରୁତ୍ୱ ଦେବା ଉଦ୍ଦେଶ୍ୟରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?