ଗ୍ରାଜୁଏଶନ୍‌ କରିଥିଲେ ସରକାରୀ ନିଯୁକ୍ତିର ସୁବର୍ଣ୍ଣ ସୁଯୋଗ: ମାସିକ ବେତନ ୬୨ ହଜାର ଟଙ୍କା

ଏକ୍ସପୋର୍ଟ କ୍ରେଡିଟ ଗ୍ୟାରେଣ୍ଟି କର୍ପୋରେସନ (ଇସିଜିସି) ପ୍ରୋବେସନାରୀ ଅଫିସର ପଦବୀରେ ନିଯୁକ୍ତି ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ଦ୍ଦିଷ୍ଟ ଯୋଗ୍ୟତା, ବେତନ, ଆବେଦନ ଶୁଳ୍କ ସହିତ ସମସ୍ତ ଆବଶ୍ୟକୀୟ ସୂଚନା ବିଜ୍ଞପ୍ତିରେ ଉପଲବ୍ଧ ରହିଛି। ଆଗ୍ରହୀ ପ୍ରାର୍ଥୀମାନେ ବିଜ୍ଞପ୍ତି ଡାଉନଲୋଡ କରିବାକୁ ଅଫିସିଆଲ ୱେବସାଇଟ ecgc.inକୁ ଯିବାକୁ ପଡିବ।
ପ୍ରୋବେସନାରୀ ଅଧିକାରୀ ପାଇଁ ମୋଟ ୫୯ଟି ପଦବୀରେ ପ୍ରାର୍ଥୀ ନିଯୁକ୍ତି ପାଇବେ। ମନୋନୀତ ପ୍ରାର୍ଥୀଙ୍କୁ ୩୨,୬୯୫ରୁ ୬୨,୩୧୫ ଟଙ୍କା ବେତନରେ ନିଯୁକ୍ତି ଦିଆଯିବ। ଅନଲାଇନ ଆବେଦନ ଜାନୁୟାରୀ ୧ ୨୦୨୧ରୁ ଆରମ୍ଭ ହୋଇଛି ଏବଂ ଆବେଦନର ଶେଷ ତାରିଖ ହେଉଛି ୨୦୨୧ ଜାନୁୟାରୀ ୨୧। ମାର୍ଚ୍ଚ ୧୪ ରେ ଅନଲାଇନ ପରୀକ୍ଷା କରାଯିବ। ଫଳାଫଳ ମାର୍ଚ୍ଚ ୩୧ ସୁଦ୍ଧା ପ୍ରକାଶ ପାଇବ।

ଯେକୌଣସି ଷ୍ଟ୍ରିମର ସ୍ନାତକ ପ୍ରାର୍ଥୀମାନେ ଏହି ପଦବୀରେ ନିଯୁକ୍ତି ପାଇଁ ଆବେଦନ କରିପାରିବେ। ଆବେଦନ ପାଇଁ ବୟସ ସୀମା ହେଉଛି ୨୧ରୁ ୩୧ ବର୍ଷ, ଯାହା ୩୧ଜାନୁୟାରୀ ୨୦୨୧ ଆଧାରରେ ଗଣନା କରାଯିବ। ଆବେଦନ କରିବାକୁ ଅସଂରକ୍ଷିତ ବର୍ଗର ପ୍ରାର୍ଥୀଙ୍କୁ ୭୦୦ ଟଙ୍କା ଦେବାକୁ ପଡିବ। ସଂରକ୍ଷିତ ବର୍ଗ ପ୍ରାର୍ଥୀଙ୍କ ପାଇଁ ଫି ୧୨୫ ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri