ଥରକେ ହୋଇପାରିବ ନାହିଁ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ

ନୂଆଦିଲ୍ଲୀ, ୧୫ା୪- ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାବେଳେ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ ଏକାଥରକେ କରାଯିବା ନେଇ ଆକଳନ କରାଯାଉଥିଲା। ଏପରି କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥି ନେଇ ନିର୍ବାଚନ ଆୟୋଗ ନିକଟରେ ଅନୁରୋଧ ମଧ୍ୟ କରିଥିଲେ। ହେଲେ ଏହାକୁ ଅସ୍ବୀକାର କରିଛନ୍ତି ଇସି। ଏଭଳି କୌଣସି ଯୋଜନା ନାହିଁ ବୋଲି ଇସି ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷରେ ପଶ୍ଚିମବଙ୍ଗର ମୁଖ୍ୟ ଇଲେକ୍ଟୋରାଲ କାର୍ଯ୍ୟାଳୟ (ସିଇଓ) ପକ୍ଷରୁ ଶୁକ୍ରବାର ସର୍ବ ଦଳୀୟ ବୈଠକ ଡକା ଯାଇଛି। ପୂର୍ବରୁ ଜନ ସାଧାରଣ ବୈଠକ, ରାଲି ଓ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରିବାକୁ ସମସ୍ତ ଜାତୀୟ ଓ ଆଞ୍ଚଳିକ ଦଳକୁ ପତ୍ର ଲେଖିଥିଲେ ନିର୍ବାଚନ ଆୟୋଗ।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

ଆମେରିକାରୁ ୪ କୋଟି ଟଙ୍କା ସ୍କଲାରଶିପ୍‌ ପାଇଥିବା ଭାରତୀୟ ଛାତ୍ରୀଙ୍କ ଦୁର୍ଘଟଣାରେ ମୃତ୍ୟୁ

ନୋଏଡା, ୧୦।୮: ଆମେରିକାର ବାବସନ କଲେଜରୁ ୪ କୋଟି ଟଙ୍କା ସ୍କଲାରଶିପ ପାଇ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀ ସୁଦୀକ୍ଷା ଭାଟିଙ୍କର ସୋମବାର ଏକ ସଡ଼କ...

ରାଜ୍ୟରେ ଆରମ୍ଭ ହେଲାଣି ତୃତୀୟ ଲହର, ମୁଖ୍ୟମନ୍ତ୍ରୀଙ୍କ ସତର୍କ ସୂଚନା…

ପାଟନା, ୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସମଗ୍ର ଦେଶରେ ଏହା ଦ୍ରୁତ ଗତିରେ ବୃଦ୍ଧି...

ଏଠି ଦ୍ୱିତୀୟ ବିବାହ ଗ୍ରହଣଯୋଗ୍ୟ

ଭାରତରେ ଦ୍ୱିତୀୟ ବିବାହ ଆଇନ ସମ୍ମତ ନୁହେଁ। ପ୍ରଥମ ସ୍ତ୍ରୀ ଥିବା ପର୍ଯ୍ୟନ୍ତ ଜଣେ ଦ୍ୱିତୀୟ ବିବାହ କରିପାରିବେ ନାହିଁ। ହେଲେ ରାଜସ୍ଥାନ ବାଡମେର ଜିଲା...

୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ

ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ...

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି...

ପ୍ରଦୂଷଣ ଯୋଗୁ ସମସ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୧।୧୧: ବାୟୁ ପ୍ରଦୂଷଣ ଯୋଗୁ ରାଜଧାନୀ ଦିଲ୍ଲୀର ଅବସ୍ଥା ବିଗିଡି ଯାଉଛି। ରବିବାର ଦିଲ୍ଲୀ ସରକାର ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିଷ୍ପତ୍ତି...

ସହକର୍ମୀଙ୍କୁ ଗୁଳିକରି ଯବାନଙ୍କ ଆତ୍ମହତ୍ୟା

କୋଲକାତା,୮।୩ : ପଶ୍ଚିମବଙ୍ଗର ମୁର୍ଶିଦାବାଦ ସହରରେ ଥିବା ଏକ ବିଏସ୍‌ଏଫ୍‌ କ୍ୟାମ୍ପରେ ସୋମବାର ସକାଳେ ଅଭାବନୀୟ ଘଟଣା ଘଟିଛି। ଜଣେ ବିଏସ୍‌ଏଫ୍‌ ଯବାନ ତାଙ୍କ ସହକର୍ମୀଙ୍କୁ...

Advertisement
Archives

Model This Week