୧୫ ସୁଦ୍ଧା ଏମ୍‌ସରେ କାର୍ଯ୍ୟକ୍ଷମ ହେବ ଏକମୋ ମେଶିନ

ଭୁବନେଶ୍ୱର,୧।୭: ଭୁବନେଶ୍ୱର ଏମ୍‌ସରେ ପହଞ୍ଚିଛି ଏକମୋ ମେଶିନ। ଜୁଲାଇ ୧୫ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ। ଏପରି କି ଖୁବ ଶୀଘ୍ର ଦ୍ୱିତୀୟ ଏକମୋ ମେଶିନ ଆସିବ ବୋଲି ଏମ୍‌ସ ଅଧୀକ୍ଷକ ସଚ୍ଚିଦାନନ୍ଦ ମହାନ୍ତି ଗୁରୁବାର ଏହି ସୂଚନା ଦେଇଛନ୍ତି।

ଏକମୋ ମେଶିନ ନ ଥିବାରୁ ରୋଗୀ ହଇରାଣ ହେଉଥିଲେ। ଏପରି କି କରୋନା ମହାମାରୀରେ ଏକମୋ ଚିକିତ୍ସାର ଆବଶ୍ୟକତା ହେଉଥିବାରୁ ବହୁ ରୋଗୀଙ୍କୁ ଏୟାରଲିପ୍ଟିଂ କରାଯାଇ ବାହାରକୁ ରାଜ୍ୟକୁ ସ୍ଥାନାନ୍ତର କରାଯାଇଥିଲା। ଏହି ସେବା ବ୍ୟୟବହୁଳ ହେଉଥିବାରୁ ରୋଗୀଙ୍କ ସମ୍ପର୍କୀୟ ଆର୍ଥିକ ସହୟତା ପାଇଁ ନେହୁରା ହେଉଥିଲେ। ଏକମୋ ଚିକିତ୍ସାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଏମ୍‌ସରେ ଏହି ସେବା କାର୍ଯ୍ୟକାରୀ ହେବ ବୋଲି ଏମ୍‌ସ ଅଧୀକ୍ଷକ ପୂର୍ବରୁ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri