ଏମ୍ସରେ ଲାଗିବ ଏକ୍‌ମୋ ମେଶିନ

ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍‌ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍‌ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ ଟେକ୍ନିସିଆନ ନିଯୁକ୍ତ କରାଯିବ। ବର୍ତ୍ତମାନ ମେଶିନ ପରିଚାଳନା ପାଇଁ କିଛି କର୍ମଚାରୀଙ୍କୁ ତାଲିମ ଦିଆଯାଉଛି।

କରୋନାରେ ଗୁରୁତର ହେଉଥିବା ରୋଗୀଙ୍କ ପାଇଁ ଏକ୍‌ମୋ ଚିକିତ୍ସାର ଆବଶ୍ୟକତା ରହୁଛି। ହେଲେ କୌଣସି ସରକାରୀ ଡାକ୍ତରଖାନାରେ ଏକ୍‌ମୋ ମେଶିନ ନ ଥିବାରୁ ଗୁରୁତର ରୋଗୀଙ୍କୁ ରାଜ୍ୟ ବାହାରକୁ ଏୟାର ଲିପ୍ଟିଂ କରାଯାଉଛି। କିଛି ଦିନ ମଧ୍ୟରେ ୩ ଜଣ ଗୁରୁତର ରୋଗୀଙ୍କୁ ଏୟାରଲିପ୍ଟିଂ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏମ୍ସରେ ଏକ୍‌ମୋ ମେଶିନ ସ୍ଥାପନ କରିବାକୁ ବ୍ୟବସ୍ଥା କରାଯାଉଛି।

ସେହିପରି ରାଜ୍ୟ ସରକାର କଟକ ଏସ୍‌ସିବି ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ମଧ୍ୟ ଏକ୍‌ମୋ ମେଶିନ ଲଗାଇବା ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ନଷ୍ଟରୁ ଚାଷୀ ଆତ୍ମହତ୍ୟା

ପାତ୍ରପୁର,୬ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ଉଲୁମା ଗ୍ରାମର ଜଣେ ଚାଷୀ ରବିବାର କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ କୈଳାସ...

୩୧ ଚୋରା ମୂର୍ତ୍ତି ଉଦ୍ଧାର, ୪ ଗିରଫ

ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍‌.ଏ.),୪ା୩: ଯାଜପୁର ଜିଲାର ବିଭିନ୍ନ ମନ୍ଦିରରୁ ଚୋରି ହୋଇଥିବା ୩୧ଟି ମୂର୍ତ୍ତି ଉଦ୍ଧାର ହୋଇଛି। ଏହି ଚୋରି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ...

ଖରିଫ୍‌ ଋତୁ ଧାନ ସଂଗ୍ରହ ୨୦୧୯-୨୦: ୧୩୦୦ରୁ ଅଧିକ ଚାଷୀଙ୍କ ସହ ଫୋନ୍‌ ଯୋଗେ କଥାବାର୍ତ୍ତା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ଧାନ ସଂଗ୍ରହ କିପରି ଚାଲୁଛି, ସେ ସମ୍ପର୍କରେ ପ୍ରତ୍ୟକ୍ଷ ଖବର ନେବା ପାଇଁ ଏଯାବତ୍‌ ୧୩୦୦ରୁ ଅଧିକ ଚାଷୀଙ୍କ ସହ କଲ୍‌ସେଣ୍ଟର ଜରିଆରେ କଥାବାର୍ତ୍ତା...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ...

ଆଜିଠୁ ଘରୋଇ ସେବା ଦେବ ମୋବସ୍‌

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କ୍ୟାପିଟାଲ ରିଜିଅନ୍‌ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଦ୍ୱାରା ପରିଚାଳିତ ମୋବସ ସେବା ମଙ୍ଗଳବାରଠାରୁ ଘରୋଇ ସେବା ଯୋଗାଇବ।...

ମୌସୁମୀ ଅଧିବେଶନ ଲାଗି ଶାସକ-ବିରୋଧୀ ପ୍ରସ୍ତୁତ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ...

ଉଚ୍ଚଶିକ୍ଷା ନିର୍ଦ୍ଦେଶକ ହେଲେ ନିବେଦିତା ମିଶ୍ର

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍‌ ନିବେଦିତା ମିଶ୍ରଙ୍କୁ...

୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା

ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି...

Advertisement
Archives

Model This Week