ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ

ଦାରିଙ୍ଗବାଡ଼ି,୯ା୧୨(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଇକୋ ରିଟ୍ରିଟ୍‌ ବୁଧବାର ଦାରିଙ୍ଗବାଡିରେ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସଂ ମାଧ୍ୟମରେ ଏହାର ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଉତ୍ସବ ପରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପାଟିଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ଜରିଆରେ ବାର୍ତ୍ତା ପ୍ରଦାନ କରିଥିବାବେଳେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ ଔପଚାରିକ ଭାବେ ରିବନ କାଟି ଦାରିଙ୍ଗବାଡି ଇକୋ ରିଟ୍ରିଟ୍‌ର ଉଦ୍‌ଘାଟନ କରିଥିଲେ। ତାଙ୍କ ସହ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଓ ଜିଲା ପରିଷଦ ଅଧ୍ୟକ୍ଷା ଆକାଂକ୍ଷା ପ୍ରଧାନ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ରନ ଯାଦବ, କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି, ଏସ୍‌ପି ବିନୀତ ଅଗ୍ରୱାଲ, ବାଲିଗୁଡା ଉପଜିଲାପାଳ ଶୁଭଙ୍କର ମହାପାତ୍ର, ବାଲିଗୁଡି ଡିଏଫ୍‌ଓ ବିଶ୍ବନାଥନ ନୀଲନଭର ପ୍ରମୁଖ ଉପସ୍ଥିତ ଥିଲେ। ଏହା ଫେବୃୟାରୀ ଶେଷରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

‘ଏନ୍‌ଇଇଟି’ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ପଦକ୍ଷେପ, ପୋଲିସ ବଳପ୍ରୟୋଗର ତଦନ୍ତ କରିବ ୫ ଜଣିଆ କମିଟି

ନୂଆଦିଲ୍ଲୀ,୨୧।୮(ପି.ଟି.): ଚଳିତବର୍ଷ ଜୁଲାଇ ୨୦ରେ ହୋଇଥିବା ପାର୍ଲାମେଣ୍ଟ ଘେରାଉ ଆନ୍ଦୋଳନ ବେଳେ ଛାତ୍ରୀଛାତ୍ର ଏବଂ ଯୁବବର୍ଗଙ୍କ ଉପରେ ପୋଲିସ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ପରବର୍ତ୍ତୀ ସମୟରେ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri