କ୍ଷୀର ଲିଟର ୨୧୦, ଚିକେନ୍‌ କିଲୋ ୭୦୦

ଇସଲାମାବାଦ୍‌,୧୪।୨:ପାକିସ୍ତାନ କ୍ରମାଗତ ଭାବରେ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ମୁଦ୍ରାସ୍ଫୀତି ବଢୁଥିବା ଲୋକମାନେ ଅସୁବିଧାରେ ପଡ଼ୁଛନ୍ତି। ଦେଶର ଅନିଶ୍ଚିତ ଅର୍ଥନୈତିକ ପରିସ୍ଥିତି ମଧ୍ୟରେ, କରାଚିରେ କ୍ଷୀରର ମୂଲ୍ୟ ଲିଟର ୧୯୦ ରୁ ଲିଟର ପିଛା ୨୧୦କୁ ବୃଦ୍ଧି ହୋଇଛି। ସେହିପରି ଚିକେନ ମାଂସ ବର୍ତ୍ତମାନ କିଲୋଗ୍ରାମରେ ୭୦୦-୭୮୦ ଟଙ୍କାରେ ବିକ୍ରି ହେଉଛି, ଯାହାକି କିଛି ଦିନ ପୂର୍ବରୁ କିଲୋଗ୍ରାମରେ ୬୨୦-୬୫୦ ଟଙ୍କା ଥିଲା।
ପାକିସ୍ତାନର ସାଧାରଣ ଜନତାଙ୍କ ପାଇଁ ଆଗାମୀ ଦିନରେ ଅଧିକ ଅସୁବିଧା ଆସିବାକୁ ଯାଉଛି। ଋଣ ଦେବା ପାଇଁ ଆଇଏମଏଫ ଦ୍ୱାରା ସ୍ଥିର କରାଯାଇଥିବା ସର୍ତ୍ତଗୁଡ଼ିକରେ ସବସିଡି ରଦ୍ଦ ମଧ୍ୟ ସାମିଲ ଅଛି। ଆଇଏମଏଫ କହିଛି ଯେ, ପାକିସ୍ତାନ ସବସିଡି ହ୍ରାସ କରିବା ସହ ରାଜସ୍ବ ବୃଦ୍ଧି କରିବା ଉଚିତ। ପେଟ୍ରୋଲିୟମ ତୈଳ ଦ୍ରବ୍ୟ ଉପରେ ଜିଏସ୍ଟି ଆଦାୟ ସହିତ ଜିଏସ୍‌ସିକୁ ୧୭ ରୁ ୧୮ ପ୍ରତିଶତକୁ ବୃଦ୍ଧି କରିବା ସହିତ ଆଇଏମଏଫ ସ୍ଥାୟୀ ରାଜସ୍ବ ପଦକ୍ଷେପ ପାଇଁ ଦାବି କରୁଛି।
ଅର୍ଥ ମନ୍ତ୍ରଣାଳୟର ଏକ ବରିଷ୍ଠ ସୂତ୍ର ଅନୁଯାୟୀ, ପ୍ରତିରକ୍ଷା ବଜେଟକୁ ୧୦-୧୫ ପ୍ରତିଶତ ହ୍ରାସ କରିବାକୁ ସରକାର ପ୍ରତିରକ୍ଷା ମନ୍ତ୍ରଣାଳୟ ସହିତ ଆଇଏମଏଫ ସର୍ତ୍ତ ଉପରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri