ବଜେଟ୍‌ ପୂର୍ବରୁ ଆସିଲା Economic Survey Report: ବଢିଲା ମୁଣ୍ଡପିଛା ଆୟ

ଭୁବନେଶ୍ୱର,୧୫।୨: ବଜେଟ୍‌ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। 2024-25 Financial Year ରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଏହି ବର୍ଷରେ ଓଡିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଶ୍ୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି । ଏହା ସର୍ବଭାରତୀୟ ସ୍ତରର ୬.୪ ପ୍ରତିଶତ ତୁଳନାରେ ଅଧିକ ।

Odisha Budget 2024-25 ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ ।

2024-25 Financial Year ରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି ଏବଂ ସର୍ବଭାରତୀୟ ମୁଣ୍ଡପିଛା ଆୟ ଠାରୁ ଏହାର ବ୍ୟବଧାନ ଏକ ଅଙ୍କ (୮.୮ ପ୍ରତିଶତ)କୁ ହ୍ରାସ ପାଇଛି । ଅନ୍ୟ ରାଜ୍ୟ ତୁଳନାରେ Capita Income ହିସାବରେ ଓଡିଶା ଏକାଦଶ ସ୍ଥାନରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?