ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା ଜାରି ରହିଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ଅଥିନୀତିକୁ ସ୍ବାଭାବିକ କରିବା ଲାଗି ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ୧୨ଟି ଭିନ୍ନ ଭିନ୍ନ ଘୋଷଣା କରାଯିବ ବୋଲି ସେ କହିଛନ୍ତି। ଏଥିରେ ରୋଜଗାର ଯୋଜନାକୁ ଗୁରୁତ୍ୱ ଦିଆଯାଇଛି। ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଦ୍ୱାରା ଦେଶର ଆର୍ଥିକ ସ୍ଥିତିରେ ବେଶ୍‌ ସୁଧାର ଆସିପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri