Posted inଜାତୀୟ

ଇସିଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ତାଲିକାରୁ ବାଦ୍‌ ପଡ଼ିଲେ ୩୩୪ ଦଳ

ନୂଆଦିଲ୍ଲୀ,୯ା୮: ୨୦୧୯ରୁ ୬ ବର୍ଷ ମଧ୍ୟରେ ଗୋଟିଏ ବି ନିର୍ବାଚନ ଲଢ଼ି ନ ଥିବା ଓ ଅନ୍ୟାନ୍ୟ ସର୍ତ୍ତ ପୂରଣ କରିବାରେ ବିଫଳ ହୋଇଥିବା ୩୩୪ଟି ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳକୁ ନିର୍ବାଚନ କମିଶନ (ଇସି) ଶନିବାର ତାଲିକାରୁ ବାଦ୍‌ ଦେଇଛନ୍ତି। ଏହି ଦଳଗୁଡ଼ିକର କୌଣସିଠାରେ କାର୍ଯ୍ୟାଳୟ ମଧ୍ୟ ନାହିଁ। ମୋଟ ୨,୮୫୪ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ ମଧ୍ୟରୁ ୩୩୪ ବାଦ୍‌ ପଡ଼ିବା ପରେ ଏବେ ୨,୫୨୦ ଦଳ ରହିଛନ୍ତି। ବର୍ତ୍ତମାନ ୬ଟି ଜାତୀୟ ଦଳ ସହ ୬୭ଟି ରାଜ୍ୟ ଦଳ ରହିଛି। ଗତ ଜୁନ୍‌ରୁ ଇସି ୩୪୫ଟି ଦଳ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବା ପରେ ଶେଷରେ ୩୩୪ ଦଳଙ୍କୁ ତାଲିକାରୁ ବାଦ୍‌ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?