ଅର୍ଚ୍ଚନାଙ୍କ ସହଯୋଗୀଙ୍କୁ ପୁଣି ରିମାଣ୍ଡରେ ନେବାକୁ ଆବେଦନ କଲା ଇଡି

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ ମେଲର ଅର୍ଚ୍ଚନା ନାଗଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱର ପାତ୍ରଙ୍କ ୧୦ ଦିନିଆ ରିମାଣ୍ଡ ଅବଧି ରବିବାର ଶେଷ ହୋଇଯାଇଛି। ଏହାପରେ ଆଉ ୫ ଦିନ ରିମାଣ୍ଡରେ ନେବାକୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋର୍ଦ୍ଧା ଜିଲା ଅତିରିକ୍ତ ଦୌରା ଜଜ୍‌ଙ୍କ କୋର୍ଟରେ ଆବେଦନ କରିଛି। ଇଡି ଗତ ୧୧ ତାରିଖରୁ ଖଗେଶ୍ୱରଙ୍କୁ ମାରାଥନ ଜେରା କରି ବହୁ ଗୁରୁତ୍ୱପୁର୍ଣ୍ଣ ତଥ୍ୟ ହାସଲ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri