Advertisement

ଅର୍ଚ୍ଚନାଙ୍କ ବିଜ୍‌ନେସ ପାର୍ଟନ୍‌ରଙ୍କୁ ଗିରଫ କଲା ଇଡି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ୍‌ଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱରଙ୍କୁ ଗିରଫ କରିଛି ଇଡି। ଗୁରୁବାର ଖଗେଶ୍ୱରଙ୍କ ଘର ଏବଂ କାର୍‌ ଶୋ’ ରୁମ୍‌ରେ ଇଡି ଚଢ଼ାଉ କରିଥିଲା। ତେବେ ଆଜି ତାଙ୍କୁ ଗିରଫ କରିଛି। ଅର୍ଚ୍ଚନା, ଜଗବନ୍ଧୁ ଏବଂ ଖଗେଶ୍ୱରଙ୍କ ଲକ୍ଷାଧିକ ଟଙ୍କାର ବ୍ୟାଙ୍କ ଟ୍ରାଞ୍ଜାକ୍‌ସନ୍‌ ଇଡି ହାତରେ ଲାଗିଛି। ଏହା ପରେ ଖଗେଶ୍ୱରଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରିମଣ୍ଡଳ ସହ ବିଜେଡିକୁ ଘାରିଛି ସଙ୍ଗଠନ ଚିନ୍ତା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବିଜେଡି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପଞ୍ଚମ ଥର ସରକାର ଗଢ଼ିବାକୁ ଯାଉଛି। ରାତି ପାହିଲେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ...

‘ମୋତେ ଏସ୍‌ପିଙ୍କୁ ଭେଟିବାକୁ ଦିଅ’

କେନ୍ଦୁଝର,୧୭ା୬(ସ୍ବ.ପ୍ର.): ସ୍ଥାନୀୟ ଏସ୍‌ପି ଅଫିସ ପରିସରରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ ସମୟରେ ପୋଲିସ କାବୁ କରିଛି। ନିଜର ନାବାଳିକା ଝିଅକୁ ଅପହରଣ କରିନେଇଥିବା ଯୁବକଙ୍କୁ...

ଓଡ଼ିଶାର ୨୨ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୩୯ ଜଣଙ୍କୁ ପୋଲିସ...

ରଶ୍ମିରେଖାଙ୍କ ଦୁଇ ପୁରୁଷ ବନ୍ଧୁଙ୍କୁ ହେବ ଜେରା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ...

ଭାଜପା ଛାଡ଼ିଲେ ଜଗନ୍ନାଥ ପ୍ରଧାନ

ଭୁବାନେଶ୍ୱର,୨।୬(ବ୍ୟୁରୋ): ଭାରତୀୟ ଜନତା ପାର୍ଟୀ(ଭାଜପା)ରୁ ଇସ୍ତଫା ଦେଇଛନ୍ତି ଜଗନ୍ନାଥ ପ୍ରଧାନ। ଭୁବନେଶ୍ୱର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ସେ ମଙ୍ଗଳବାର ଇସ୍ତଫା ଦେଇଥିବା ସୂଚନା ମିଳିଛି।...

ଛାତ୍ର ସଂସଦ ନିର୍ବାଚନ: ମୁହାଁମୁହିଁ ହେବେ ଏବିଭିପି-ଛାତ୍ର ବିଜେଡି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ସେପ୍ଟେମ୍ବର ଶେଷ ସପ୍ତାହରେ ରାଜ୍ୟରେ ଅନୁଷ୍ଠିତ ହେବ ଛାତ୍ର ସଂସଦ ନିର୍ବାଚନ। ଯୁକ୍ତ ୩ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ସେପ୍ଟେମ୍ବର ତୃତୀୟ ସପ୍ତାହରୁ...

ସୀମିତ ଖଣ୍ଡପୀଠରେ କାର୍ଯ୍ୟକରିବ ହାଇକୋର୍ଟ

କଟକ ଅଫିସ୍‌,୧୭ା୪: କେନ୍ଦ୍ର ସରକାରଙ୍କ ତରଫରୁ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସୀମିତ ଖଣ୍ଡପୀଠରେ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲାର...

ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

Advertisement
Archives

Model This Week