ବିଜେଡି ବିଧାୟକଙ୍କ ଘରେ ଇଡି, ୧୦ ସ୍ଥାନରେ ଚଢାଉ

ଭଦ୍ରକ,୧୫।୨(ସନାତନ ରାଉତ): ବିଜେଡି ବିଧାୟକଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ଇଡି ପକ୍ଷରୁ ଚଢାଉ କରାଯାଇଛି। ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ନଇବନ୍ଧ ଘରେ ଇଡିର ୬ଜଣିଆ ଟିମ୍‌ ଚଢାଉ କରିଛନ୍ତିି। ଏଥିସହ ଇଡିି ବିଜେଡି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରିଛି। ଭଦ୍ରକ ସହରର ୪ଟି ସ୍ଥାନରେ ଓ ଭୁବନେଶ୍ୱରର ୭ଟି ସ୍ଥାନରେ ଇଡି ଛାପା ମାରିଥିବା ସୂଚନା ମିଳିଛି।

ଏଥିସହ ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରୟାସ କାନ୍ତିଙ୍କ ଘରେ ମଧ୍ୟ ଇଡି ରେଡ କରିଛି। କଲେଜର କର୍ମଚାରୀଙ୍କୁ ଦୀର୍ଘ ଦିନ ବକେୟା ହେଲା ଦରମା ମିଳୁନାହିଁ। ଏନେଇ କର୍ମଚାରୀମାନେ ଦୀର୍ଘଦିନ ଧରି ଆନ୍ଦୋଳନ କରିଥିଲେ। ଏଥସହ ଟଙ୍କା ହେରଫେର ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ବରପଦା କଲେଜ ଦାୟିତ୍ୱରେ ବିଜେଡି ବିଧାୟକଙ୍କ ପୁଅ ପ୍ରୟାସଙ୍କ ଦାୟିତ୍ୱରେ ଥିଲେ। ତାଙ୍କ ସମ୍ପକ୍ତି ଥିବାନେଇ ଇଡି ଚଢାଉ କରିଥିବା ଜଣାପଡିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri