କାର୍ଯ୍ୟାନୁଷ୍ଠାନ: ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ଆଇଏଫ୍‌ଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡ୍ରିଂ ଆକ୍ଟ(ପିଏମଏଲଏ) ଅନ୍ତର୍ଗତ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇଡି ଏହି ସମ୍ପତ୍ତିକୁ ଜବତ କରିବା ପରେ ପାଠକ ଏସବୁର ଉପଯୋଗ କରିପାରିବେ କିନ୍ତୁ ଏହାକୁ ବିକ୍ରି କିମ୍ବା କାହାରିକୁ ହସ୍ତାନ୍ତର କରିପାରିବେ ନାହିଁ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ପାଠକଙ୍କ ବିରୋଧ ଦୁର୍ନୀତି ଅଭିଯୋଗ ଆଣି ରାଜ୍ୟ ଭିଜିଲାନ୍ସ ୨୦୨୦ ନଭେମ୍ବର ୨୭ତାରିଖରେ ତାଙ୍କୁ ଗିରଫ କରିଥିଲା । ରାଜ୍ୟ ସରକାରଙ୍କ ସୁପାରିଶ ଆଧାରରେ କେନ୍ଦ୍ର ସରକାର ୨୦୨୧ ମେ’ ମାସରେ ତାଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri