Posted inଜାତୀୟ

ବିକାଶ ଦୁବେଙ୍କ ୧୦ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କ ୧୦ କୋଟି ଟଙ୍କା ମୂଲ୍ୟର ବେନାମୀ ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମଙ୍ଗଳବାର ଜବତ କରିଛି। ପୋଲିସ ଏନ୍‌କାଉଣ୍ଟରରେ ନିହତ ହୋଇଥିବା ଗ୍ୟାଙ୍ଗଷ୍ଟର ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ନାମରେ ଏହି ସମ୍ପତ୍ତି କିଣିଥିଲେ। ଦୁବେଙ୍କ ଘନିଷ୍ଠ ଜୟକାନ୍ତଙ୍କ ନାମରେ କାନପୁର ଓ ଏହାର ଆଖପାଖ ଅଞ୍ଚଳରେ ଏହି ସମ୍ପତ୍ତି ରହିଥିଲା। ଇଡି ଚଢ଼ାଉ ବେଳେ ଦୁବେଙ୍କ ନାମରେ ୨୮ରୁ ଊର୍ଦ୍ଧ୍ୱ ବେଆଇନ ସମ୍ପତ୍ତି ଥିବା ଜଣାପଡ଼ିଥିଲା। ସୂଚନାଯୋଗ୍ୟ, ୨୦୨୦ ଜୁଲାଇ ୩ରେ ଗ୍ୟାଙ୍ଗଷ୍ଟର ଦୁବେଙ୍କ କାନ୍‌ପୁରସ୍ଥିତ ଘର ଉପରେ ଚଢ଼ାଉ କରିବା ଲାଗି ପୋଲିସ ଟିମ୍‌ ଯାଇଥିବାବେଳେ ସେ ଓ ତାଙ୍କ ସହଯୋଗୀମାନଙ୍କ ଗୁଳିରେ ୮ ଜଣ ପୋଲିସ ପ୍ରାଣ ହରାଇଥିଲେ। ଏହାର ସପ୍ତାହେ ମଧ୍ୟରେ ପୋଲିସ ଏନ୍‌କାଉଣ୍ଟରରେ ଦୁବେ ଓ ତାଙ୍କ ଗ୍ୟାଙ୍ଗ୍‌ର ୫ ସଦସ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri