Posted inଜାତୀୟ

ହାଜର ହେଲେନି କେଜ୍‌ରିଓ୍ବାଲ: ମାମଲା ରୁଜୁକଲା ଇଡି

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଷଷ୍ଠ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ଜେରା ପାଇଁ ହାଜର ହୋଇ ନାହାନ୍ତି। ଇଡିର ସମନ ବେଆଇନ ବୋଲି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) କହିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବାରମ୍ବାର ସମନ ଜାରି କରିବା ପରିବର୍ତ୍ତେ ଅଦାଲତଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବା ଆବଶ୍ୟକ ବୋଲି ଦଳ କହିଛି।

ଅନ୍ୟପକ୍ଷରେ କ୍ରମାଗତ ୬ ଥର କେଜ୍‌ରିଓ୍ବାଲ ସମନକୁ ଏଡ଼ାଇଯାଇଥିବାରୁ ଏହା ବିରୋଧରେ ଇଡି ମାମଲା ରୁଜୁ କରିଛି। ଏଏପି ଆବାହକ ଜାଣିଶୁଣି ସମନକୁ ଏଡ଼ାଇ ଯାଉଥିବା ତଦନ୍ତକାରୀ ସଂସ୍ଥା ଅଭିଯୋଗ କରିଛି। ଅଦାଲତ ଏହା ଉପରେ ନିଷ୍ପତ୍ତି ନେବ ବୋଲି ଇଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri